Posted inଖେଳ

ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୮।୮ : ଭାରତ ଓ ଇଂଲଣ୍ଡ ମଧ୍ୟରେ ଲଡର୍‌ସଠାରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍‌ ଶେଷ ହେବା ପରେ ଖେଳାଳିଙ୍କ ମାନ୍ୟତାରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ମ୍ୟାଚ୍‌ରେ ଶତକ ହାସଲ କରିଥିବା ଲୋକେଶ ରାହୁଲ ୧୯ଟି ସ୍ଥାନ ଉପରକୁ ଉଠିଛନ୍ତି। ଅଧିନାୟକ ବିରାଟ କୋହଲି ଏବେ ମଧ୍ୟ ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାର ଟପ୍‌-୫ରେ ମଧ୍ୟରେ ସ୍ଥାନ ପାଇବାରେ ଏକମାତ୍ର ଭାରତୀୟ। ଏହା ଦର୍ଶାଇଛି ବୁଧବାର ପ୍ରକାଶ ପାଇଥିବା ଆଇସିସିର ନୂଆ ର଼୍ୟାଙ୍କିଙ୍ଗ୍‌।

ଗତ ସପ୍ତାହରେ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ୫୬ ତମ ସ୍ଥାନରେ ଥିବା ରାହୁଲ ଖେଳିଥିଲେ ୧୨୯ ରନ୍‌ର ଦର୍ଶନୀୟ ପାଳି। ଏଥି ଯୋଗୁ ସେ ଏବେ ୩୭ତମ ସ୍ଥାନ ହାସଲ କରିଛନ୍ତି। ଲଗାତାର ବିଫଳ ହେବାରୁ ଗତ ସପ୍ତାହରେ ଗୋଟିଏ ପାହଚ ତଳକୁ ଖସିଥିବା କୋହଲି ଟପ୍‌-୫ରେ ରହିଛନ୍ତି। ପୂର୍ବ ଭଳି ୬ଷ୍ଠ ଓ ୭ମ ସ୍ଥାନ ବଜାୟ ରଖିଛନ୍ତି ରୋହିତ ଶର୍ମା ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ।

ବୋଲରଙ୍କ ମଧ୍ୟରେ ଯଶପ୍ରୀତ ବୁମରା ଗୋଟିଏ ସ୍ଥାନ ତଳକୁ ଖସି ୧୦ମ ସ୍ଥାନରେ ପହଞ୍ଚିଛନ୍ତି। ତାଙ୍କ ସାଥି ପେସର ମହମ୍ମଦ ସିରାଜଙ୍କ ମାନ୍ୟତାରେ ଉଲ୍ଲେଖନୀୟ ଉନ୍ନତି ଘଟିଛି। ସେ ୫୬ତମ ସ୍ଥାନରୁ ୩୮କୁ ଲମ୍ଫ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

୧୦ବର୍ଷ ପରେ ଭରିଏ ସୁନା ନେବ କେତେ ଟଙ୍କା? ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୯।୬: ଆଜି ସୁନା ଦରରେ ପୁଣି ଥରେ ହ୍ରାସ ଦେଖିବାକୁ ମିଳିଛି। ଗ୍ଲୋବାଲ୍ COMEX ମାର୍କେଟରେ ସୁନା ମୂଲ୍ୟ ୦.୩୬% କମିଯାଇଛି। ସ୍ୱଳ୍ପ ଅବଧିର ଏହି ହ୍ରାସ ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri