Posted inଖେଳ

ମ୍ୟାଚ୍‌ ଆରମ୍ଭରୁ ଭାରତକୁ ଝଟ୍‌କା

ଦୁବାଇ,୬।୯: ମ୍ୟାଚ୍‌ ଆରମ୍ଭରୁ ଭାରତୀୟ ଟିମ୍‌କୁ ଝଟ୍‌କା। ମାତ୍ର ୬ ରନ୍‌ କରି ପ୍ୟାଭିଲିୟନ ଫେରିଲେ କେ.ଏଲ୍‌. ରାହୁଲ। ଶ୍ରୀଲଙ୍କା ବୋଲର୍‌ ମହୀଶ ଟିକ୍ନାଙ୍କ ବଲ୍‌ରୁ ସେ ଏଲ୍‌ବିଡବ୍ଲୁ ଆଉଟ୍‌ ହୋଇଛନ୍ତି। ତେବେ ରାହୁଲ ଡିଆର୍‌ଏସ୍‌ ନେଇଥିଲେ ହେଁ ଅମ୍ପାୟାରଙ୍କ ନିଷ୍ପତ୍ତି ଅପରିବର୍ତ୍ତିତ ରହିଥିଲା।

ପ୍ରକାଶ ଯେ, ପାକିସ୍ତାନ ବିପକ୍ଷ ହାର୍‌ ପରେ ଶ୍ରୀଲଙ୍କା ବିପକ୍ଷରେ ସୁପର-୪ ମୁକାବିଲାର ଦ୍ୱିତୀୟ ମ୍ୟାଚ୍‌ ଖେଳୁଛି ଭାରତ। ମ୍ୟାଚ୍‌ରେ ଶ୍ରୀଲଙ୍କା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଏଥିଲାଗି ଭାରତୀୟ ଟିମ୍‌ରେ ରବି ବିଶ୍ନୋଇଙ୍କ ସ୍ଥାନରେ ଆର୍‌. ଅଶ୍ୱିନଙ୍କୁ ସୁଯୋଗ ମିଳିଛି। ଅପରପକ୍ଷେ ଶ୍ରୀଲଙ୍କା ଟିମ୍‌ରେ କୌଣସି ପରିବର୍ତ୍ତନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

ଆଇପିଏଲ୍‌ ଛାଡ଼ିଲେ ରାଚିନ ରବୀନ୍ଦ୍ର

କୋଲକାତା,୧୫ା୫: ନ୍ୟୁଜିଲାଣ୍ଡର ଇଂଲଣ୍ଡ ଟେଷ୍ଟ ଟୁର୍‌ ପାଇଁ ପ୍ରସ୍ତୁତି ଆରମ୍ଭ କରିବା ଲାଗି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଅଲ୍‌ରାଉଣ୍ଡର ରାଚିନ ରବୀନ୍ଦ୍ର ଆଇପିଏଲ୍‌ ଛାଡ଼ିଛନ୍ତି। ଗୁଜରାଟ…

ଦଣ୍ଡିତ ହେଲା ପାକିସ୍ତାନ

ମୀରପୁର,୧୫ା୫: ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ପାକିସ୍ତାନ କ୍ରିକେଟ ଦଳ ଦଣ୍ଡିତ ହୋଇଛି। ଖେଳାଳିଙ୍କ ମ୍ୟାଚ ଫି’ର ୪୦ ପ୍ରତିଶତ ଜରିମାନା…

ଇଶାନଙ୍କୁ ୧ କୋଟି ଟଙ୍କାର ଚେକ୍‌ ଦେଲେ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୫।୫: ବିସ୍ଫୋରକ ବ୍ୟାଟସମ୍ୟାନ ଇଶାନ କିଷାନ ଶୁକ୍ରବାର ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଭେଟଛନ୍ତି। ଏହି ସମୟରେ ସମ୍ରାଟ ଚୌଧୁରୀ ପାଟନାର ବାସିନ୍ଦା ଇଶାନ କିଷାନଙ୍କୁ…

ଲଗାତର ପଞ୍ଚମ ପରାଜୟ: ପ୍ଲେଅଫ୍‌ରେ ପହଞ୍ଚିବା ବଢ଼ିଲା ଚିନ୍ତା…

ଧର୍ମଶାଳା,୧୫ା୫: ପିଛା ଛାଡ଼ୁନି ପରାଜୟ। ଶାର୍ଦ୍ଦୁଳ ଠାକୁରଙ୍କ ଘାତକ ବୋଲିଂ ପରେ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ୬ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ…

ମୁମ୍ୱାଇ ଇଣ୍ଡିଆନ୍ସ ଆଗରେ ୨୦୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ଧର୍ମଶାଳା,୧୪ା୫: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିଛନ୍ତି। ଶାର୍ଦ୍ଦୁଳ ଠାକୁରଙ୍କ ୪ ଉଇକେଟ ସଫଳତା ସତ୍ତ୍ୱେ ପଞ୍ଜାବ…

MI ଅଧିନାୟକ ହେଲେ ଜସପ୍ରିତ ବୁମ୍‌ରା, ଦାୟିତ୍ୱ ମିଳିବା ପରେ ଭାବପ୍ରବଣ ହୋଇ କହିଲେ ଏମିତି…

ନୂଆଦିଲ୍ଲୀ, ୧୪।୫: ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ପୁଣିଥରେ ପରିବର୍ତ୍ତନ ହୋଇଛି। ଜସପ୍ରିତ ବୁମରା MI ଦଳର ଅଧିନାୟକତ୍ୱ କରୁଛନ୍ତି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri