Posted inଖେଳ

ମ୍ୟାଚ୍‌ ପୂର୍ବରୁ ଏମିତି କାମ କରି ପ୍ରଶଂସକଙ୍କ ହୃଦୟ ଜିତିଲେ ରାହୁଲ

ହରାରେ,୧୯।୮: ପ୍ରଥମ ଦିନିକିଆରେ ଜିମ୍ବାୱେ ବିପକ୍ଷରେ ୧୦ ଉଇକେଟରେ ବିଜୟ ହାସଲ କରିଛି। କେ.ଏଲ ରାହୁଲଙ୍କ ଅଧିନାୟକତ୍ୱରେ ଭାରତ ଜବରଦସ୍ତ ଖେଳ ପ୍ରଦର୍ଶନ କରି ହରାରେ ଗ୍ରାଉଣ୍ଡରେ ଏକପାଖିଆ ବିଜୟ ହାସଲ କରିଥିଲା। ଭାରତର ବିଜୟର ହିରୋ ବୋଲିଂରେ ଦୀପକ ଚହର, ଅକ୍ଷର ପଟେଲ ଏବଂ ପ୍ରସିଦ୍ଧ କ୍ରିଷ୍ଣା ଏବଂ ବ୍ୟାଟିଂରେ ଶିଖର ଧାୱନ ଥିଲେ। ଧାଓ୍ବନ ୮୧ ରନ ସଂଗ୍ରହ କରିଥିଲେ ଏବଂ ଶୁଭମାନ ଗିଲ ୮୨ ରନର ଅପରାଜିତ ଇନିଂସ ଖେଳିଥିଲେ। ଅଧିନାୟକ ଭାବରେ ଏହା କେ.ଏଲ ରାହୁଲଙ୍କ ପ୍ରଥମ ବିଜୟ ଥିଲା।
ରାହୁଲ ବର୍ତ୍ତମାନ ଅନ୍ୟ ଏକ କାରଣ ପାଇଁ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ମ୍ୟାଚ ପୂର୍ବରୁ ଜାତୀୟ ସଙ୍ଗୀତ ପାଇଁ ଭାରତୀୟ ଦଳ ଛିଡା ହୋଇଥିଲେ। ଜାତୀୟ ସଙ୍ଗୀତ ବାଜିବା ପୂର୍ବରୁ ରାହୁଲ ତାଙ୍କ ପାଟିରୁ ଚୁଇଙ୍ଗମ୍‌ ବାହାର କରି ଫିଙ୍ଗି ଦେଇଥିଲେ। ଜାତୀୟ ସଙ୍ଗୀତକୁ ସମ୍ମାନ ଦେବା ପାଇଁ ସେ ଏହା କରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୟୁଜର୍ସ ରାହୁଲଙ୍କୁ ବହୁତ ପ୍ରଶଂସା କରୁଛନ୍ତି।
ଏହି ମ୍ୟାଚ୍‌ ଜରିଆରେ ରାହୁଲ ପ୍ରାୟ ତିନିମାସ ପରେ ଦଳକୁ ଫେରିଛନ୍ତି। ଜୁନ ମାସ ଆରମ୍ଭରେ ସେ ଆଘାତ ହୋଇଥିଲେ।

https://twitter.com/AryanMane45/status/1560163019421757441


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?