Posted inଖେଳ

କେ.ଏଲ୍‌. ରାହୁଲଙ୍କୁ ମିଛ କହିଥିଲେ ତାଙ୍କ ମା’, ୨୭ ବର୍ଷ ଧରି…

ନୂଆଦିଲ୍ଲୀ,୩୦।୩: ଭାରତୀୟ କ୍ରିକେଟ ଟିମ୍‌ର ଉପଅଧିନାୟକ ତଥା ଏବେ ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସର ଅଧିନାୟକ କେ.ଏଲ୍‌ ରାହୁଲଙ୍କୁ ଦୀର୍ଘ ୨୬ରୁ ୨୭ ବର୍ଷ ଧରି ମିଛ କହୁଥିଲେ ତାଙ୍କ ମା’। ଶାହାରୁଖ ଖାନ୍‌ ତାଙ୍କର ପ୍ରିୟ କଳାକାର। ଏଣୁ ନବେ ଦଶକରେ କିଙ୍ଗଖାନ୍‌ଙ୍କ ଲୋକପ୍ରିୟ ଚରିତ୍ର ‘ରାହୁଲ’ ଉପରେ ସେ କ୍ରିକେଟରଙ୍କ ନାଁ ରଖିଥିବା କହି ଆସୁଥିଲେ। ହେଲେ ପରବର୍ତ୍ତୀ ସମୟରେ ତାହା ମିଥ୍ୟା ବୋଲି ଜଣାପଡ଼ିଥିଲା।

‘ବ୍ରେକ୍‌ଫାଷ୍ଟ ଉଇଥ୍‌ ଚାମ୍ପିୟନ୍ସ ସିଜନ-୭’ରେ ଯୋଗ ଦେଇ କେ.ଏଲ୍‌ ମା’ଙ୍କ ମିଛ କାହାଣୀ ଉପରୁ ପରଦା ଉଠାଇଛନ୍ତି। କାରଣ ସେ ମା’ଙ୍କ କଥାକୁ ସତ ଭାବି ନିଜର ବନ୍ଧୁମାନଙ୍କୁ କହି ଆସୁଥିଲେ। ସେମାନେ ଏହା ମିଛ ବୋଲି କହୁଥିଲେ। କାରଣ ୧୯୯୪ ରେ ଶାହାରୁଖଙ୍କ ‘ରାହୁଲ’ ଚରିତ୍ର ବେଶ ଲୋକପ୍ରିୟ ହୋଇଥିଲା। ଅପରପକ୍ଷେ କେ.ଏଲ୍‌ ୧୯୯୨ରେ ଜନ୍ମ। ଏଣୁ କଥାରେ କୌଣସି ସତ୍ୟତା ନ ଥିବା ସାଙ୍ଗମାନେ ଚିଡ଼ାଉଥିଲେ।

ଶେଷରେ କ୍ରିକେଟର ନିଜେ ମା’ଙ୍କୁ ଏ ବିଷୟରେ ପଚାରିଥିଲେ। ଏହାଶୁଣି ମା’ ସେ କଥାକୁ ଏଡାଇଯାଇ ସେହିଭଳି କିଛି ଯୋଗୁ ରଖିଥିବା କହିଥିଲେ। ଏପରିକି ଏବେ ସେ କଥାର ଗୁରୁତ୍ୱ କ’ଣ ବୋଲି ପାଲଟା ପ୍ରଶ୍ନ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?