Posted inଖେଳ

ଲକ୍ଷ୍ନୌ ସୁପର ଜ୍ୟାଣ୍ଟସକୁ ବଡ ଝଟକା, କେଏଲ ରାହୁଲ ବାକି ସମସ୍ତ ମ୍ୟାଚରୁ ଆଉଟ

ନୂଆଦିଲ୍ଲୀ,୫।୫: ଇଣ୍ଡିଆନ ପ୍ରିମିୟର ଲିଗ ଫ୍ରାଞ୍ଚାଇଜ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସକୁ ବଡ ଝଟକା ଲାଗିଛି। ପଏଣ୍ଟ ଟେବୁଲରେ ୧୧ ଅଙ୍କ ସହ ଦ୍ୱିତୀୟ ନମ୍ବରରେ ଥିବା ଲକ୍ଷ୍ନୌ ସୁପର ଜ୍ୟାଣ୍ଟସର କ୍ୟାପଟେନ କେ ଏଲ ରାହୁଲ ଆହତ କାରଣରୁ ସମସ୍ତ ମ୍ୟାଚରୁ ଆଉଟ ହୋଇଯାଇଛନ୍ତି।
ରାହୁଲ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷ ମ୍ୟାଚରେ ଫିଲ୍ଡିଂ ସମୟରେ ଆହତ ହୋଇଥିଲେ। ଏହାପରେ ଚେନ୍ନାଇ ସୁପର କିଙ୍ଗସ ବିପକ୍ଷ ମ୍ୟାଚରେ ସେ ଖେଳି ନ ଥିଲେ। ରାହୁଲଙ୍କ ସ୍ଥାନରେ ସେହି ମ୍ୟାଚରେ କ୍ୟାପଟେନ ଭାବେ ଅଲରାଉଣ୍ଡର ଖେଳାଳି କୃଣାଳ ପାଣ୍ଡ୍ୟା ମ୍ୟାଚ ସମ୍ଭାଳି ଥିଲେ।
ଏବେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ପକ୍ଷରୁ ରାହୁଲ ଆହତ ହୋଇଥିବା ନେଇ ଅଫିସିଆଲ ବୟାନ ଜାରି କରାଯାଇଛି। ଫ୍ରାଞ୍ଚାଇଜି କହିଛି କି ରାହୁଲ ଆହତ ହେବା ପରେ ସ୍କାନ ଓ କିଛି ଟେଷ୍ଟ ପରେ ଜଣାପଡିଛି କି ତାଙ୍କର ସର୍ଜରୀ ହେବ। ରାହୁଲଙ୍କର ଏହି କଠିନ ସମୟରେ ଆମେ ତାଙ୍କୁ ସହଯୋଗ କରିବୁ। ଫଳରେ ସେ ଶୀଘ୍ର ସୁସ୍ଥ ହୋଇଯିବେ। ତାଙ୍କର ଅନୁପସ୍ଥିତି ନିଶ୍ଚିତ ଭାବେ ଆମେ ଅନୁଭବ କରିବୁ। ଆମେ କେଏଲଙ୍କୁ ଖୁବଶୀଘ୍ର ପୁଣି ପଡିଆରେ ଦେଖିବାକୁ ଚାହିଁବୁ। ଆଉ ଆମର ବିଶ୍ୱାସ ରହିଛି କି ସେ ଖୁବଶୀଘ୍ର ଫେରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri