Posted inଖେଳ

ବଡ଼ ଅଫର୍‌କୁ ନା କହିଲେ କେଏଲ୍‌ ରାହୁଲ: ଆଇପିଏଲ କ୍ୟାରିୟର୍‌କୁ ନେଇ ଉଠିଲା ପ୍ରଶ୍ନ

ନୂ୍‌ଆଦିଲ୍ଲୀ,୨୫।୧୦: ଆଇପିଏଲ ମେଗା ନିଲାମ ୨୦୨୫ ପୂର୍ବରୁ ଲକ୍ଷୌ ସୁପର ଜିଆଣ୍ଟସ(ଏଲ୍‌ଏସ୍‌ଜି)ରେ କେ.ଏଲ ରାହୁଲଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏଲ୍‌ଏସ୍‌ଜି ଅଧିନାୟକ କେ.ଏଲ ରାହୁଲଙ୍କୁ ବଜାୟ ରଖି ନା ଛାଡିବ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। କୁହାଯାଉଛି, କେ.ଏଲ ରାହୁଲ ନିଜେ ଏହି ଦଳରେ ନ ରହିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନିଲାମର ଏକ ଅଂଶ ହେବାକୁ ଚାହୁଁଛନ୍ତି।

ପୂର୍ବରୁ ଖବର ଆସିଥିଲା ଯେ, ଏଲ୍‌ଏସ୍‌ଜି ମାଲିକ ସଞ୍ଜୀବ ଗୋଏଙ୍କା ଏବଂ କେ.ଏଲ ରାହୁଲଙ୍କ ମଧ୍ୟରେ ଏକ ଚୁକ୍ତି ହୋଇଛି। ଏଲ୍‌ଏସ୍‌ଜି ସେମାନଙ୍କ ଅଧିନାୟକଙ୍କୁ ବଜାୟ ରଖିବେ, କିନ୍ତୁ ବର୍ତ୍ତମାନ ବିପରୀତ ସୂଚନା ବାହାରକୁ ଆସୁଛି। କେ.ଏଲ ରାହୁଲ ଏଲ୍‌ଏସ୍‌ଜି ଛାଡିବାକୁ ଯାଉଛନ୍ତି। ଯଦିଓ, ଏନେଇ ସରକାରୀ ସୂଚନା ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ, କିନ୍ତୁ କେ.ଏଲ ରାହୁଲ ଏଲ୍‌ଏସ୍‌ଜି ଛାଡି ମେଗା ନିଲାମର ଏକ ଅଂଶ ହେବେ ବୋଲି ବିଶ୍ୱାସ କରାଯାଉଛି। କେପି ରାହୁଲ ଆଇପିଏଲ ୨୦୨୨ ସିଜନରେ ପ୍ରଥମ ଥର ପାଇଁ ଏଲ୍‌ଏସ୍‌ଜି ପାଇଁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ସମସ୍ୟା ଅସମାହିତ: କଟ୍‌ନୀଛଟ୍‌ନୀକୁ ସରକାରୀ ମୋହର

ବରଗଡ଼/ଅତାବିରା/ ଗୋଡ଼ଭଗା/, ୧୦।୧୨(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର/ ସୁରେଶ ଦାଶ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୨ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri