Posted inଖେଳ

ଭାରତୀୟ ଦଳର ନେତୃତ୍ୱ ନେଇ ସ୍ବତନ୍ତ୍ର ତାଲିକାରେ ରାହୁଲ

ପାର୍ଲ,୧୯।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଚଳିତ ପ୍ରଥମ ଦିନିକିଆରେ ଭାରତୀୟ ଦଳର ନେତୃତ୍ୱ ନେଉଥିବା ଲୋକେଶ ରାହୁଲ ‘ଲିଷ୍ଟ ଏ’ କ୍ରିକେଟରେ କଦାପି କୌଣସି ଦଳର ନେତୃତ୍ୱ ନେଇ ନ ଥିଲେ। ଲିଷ୍ଟ ଏ’ କ୍ରିକେଟରେ ବିନା ଅଧିନାୟକତ୍ୱ ଅଭିଜ୍ଞତାରେ ସେ ୫୦ ଓଭରିଆ ମ୍ୟାଚ୍‌ରେ ଭାରତୀୟ ଦଳର ନେତୃତ୍ୱ ନେଉଛନ୍ତି। ଏଭଳି କରିବାରେ ସେ ଦେଶର ୩ୟ ଖେଳାଳି। ରାହୁଲଙ୍କ ପୂର୍ବରୁ ଏହି ସଫଳତା ହାସଲ କରିଥିଲେ ଉଇକେଟକିପର ସୟଦ କିରମାନି ଓ ବିସ୍ଫୋରକ ଓପନର ବୀରେନ୍ଦ୍ର ସେହ୍ବାଗ।

ତେବେ ରାହୁଲ କ୍ୟାରିୟରର ୩୯ତମ ଦିନିକିଆରେ ଭାରତୀୟ ଦଳର ନେତୃତ୍ୱ ନେଇଛନ୍ତି। ଏଥିପୂର୍ବରୁ ୫୦ରୁ କମ୍‌ ମ୍ୟାଚ୍‌ ଖେଳିଥିବା ଖେଳାଳି ଭାରତୀୟ ଦଳର ନେତୃତ୍ୱ ନେବା ଘଟଣା ଘଟିଥିଲା ୧୯୮୪ରେ। ସେତେବେଳେ ମହିନ୍ଦର ଅମରନାଥ (୩୫ତମ ମ୍ୟାଚ୍‌) ଦଳର ଗୁରୁଦାୟିତ୍ୱ ସାମ୍ଭାଳି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓ୍ବିଲିୟମସନଙ୍କ ଶତକ: ଶୀର୍ଷକୁ ଫେରିଲା ନ୍ୟୁଜିଲାଣ୍ଡ

ବର୍ମିଂହାମ,୨୦।୬(ପି.ଟି.)- ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ଅପରାଜିତ ଶତକ (୧୦୬ ରନ, ୧୩୮ ବଲ, ୯ ଚୌକା, ୧ ଛକା) ସହାୟତାରେ ବୁଧବାର ଅନୁଷ୍ଠିତ ବିଶ୍ୱକପ୍‌ର ୨୫ତମ...

କୋଲକାତାରେ ସିଏଏ ବିକ୍ଷୋଭ : ଚିନ୍ତାରେ ଆଇପିଏଲ ଫ୍ରାଞ୍ଚାଇଜ୍‌

ନୂଆଦିଲ୍ଲୀ,୧୬।୧୨- ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ସମଗ୍ର ଦେଶରେ ବିରୋଧ କରାଯାଉଛି। ଏଥିଯୋଗୁ ପଶ୍ଚିମବଙ୍ଗ ପ୍ରବଳ ପ୍ରଭାବିତ ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପୋଡ଼ାଜଳା ହୋଇଥିବା...

ଲକ୍ଷ୍ୟ, କୋଚ୍‌ ବିମଲଙ୍କ ବିରୋଧରେ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ, ୪ା୧୨ (ପି.ଟି.): ବୟସ ଜାଲିଆତି ଓ ଠକେଇ ପାଇଁ ଭାରତର ନମ୍ବର ଓ୍ବାନ୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍‌ ଓ ତାଙ୍କ ପରିବାର ଏବଂ...

ଫେଡେରେଶନ କପ୍‌ ସୁନ୍ଦରସ୍ବାସ୍ଥ୍ୟରେ ରଶ୍ମିଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୬।୪(କ୍ରୀଡ଼ା ପ୍ରତିନିଧି)-ଉତ୍ତର ପ୍ରଦେଶର ଲକ୍ଷ୍ନୌସ୍ଥିତ ଇନ୍ଦିରା ଗାନ୍ଧି ପ୍ରତିଷ୍ଠାନରେ ଗତ ୩ ଓ ୪ ତାରିଖ ଦୁଇଦିନଧରି ଅନୁଷ୍ଠିତ ଜାତୀୟ ଫେଡେରେଶନ କପ୍‌ ସୁନ୍ଦରସ୍ବାସ୍ଥ୍ୟ...

ଆଜିର ଦିନରେ ପାକିସ୍ତାନ ବିପକ୍ଷରେ ଡେବ୍ୟୁ ମ୍ୟାଚ୍‌ ଖେଳିଥିଲେ ମାଷ୍ଟର ବ୍ଲାଷ୍ଟର; ହେଲେ ଏହି ଘଟଣା ଯୋଗୁ…

ନୂଆଦିଲ୍ଲୀ,୧୫।୧୧: ୩୧ ବର୍ଷ ପୂର୍ବେ ଆଜିର ଦିନରେ କରାଚିରେ ନିଜର ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ ସଚିନ ତେନ୍ଦୁଲକର। ମାତ୍ର ୧୬ ବର୍ଷ ବୟସରେ...

ବାତ୍ରା ପୁଣି ହେଲେ ଏଫ୍‌ଆଇଏଚ୍‌ ସଭାପତି

ନୂଆଦିଲ୍ଲୀ, ୨୩ା୫ (ପି.ଟି.)-ନରିନ୍ଦର ବାତ୍ରା ଦ୍ୱିତୀୟ ଥର ପାଇଁ ଅନ୍ତର୍ଜାତୀୟ ହକିି ମହାସଂଘ (ଏଫ୍‌ଆଇଏଚ୍‌)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। କୋଭିଡ୍‌ ଯୋଗୁ ଅନ୍‌ଲାଇନରେ ଅନୁଷ୍ଠିତ...

ଆଇସିସି ଗାଇଡ୍‌ ଲାଇନ୍‌ ପାଳନ କରିବା ସହଜ ନୁହେଁ: ବ୍ରେଟ୍‌ ଲି

ନୂଆଦିଲ୍ଲୀ,୨୩।୫: କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବାବେଳେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଗାଇଡ୍‌ଲାଇନ୍‌ ତଥା ନିର୍ଦ୍ଦେଶନାମା ପାଳନ କରିବା ସହଜ ନୁହେଁ ବୋଲି ପୂର୍ବତନ...

ଅଲିମ୍ପିକ ସ୍ପ୍ରିଣ୍ଟର ଟୋରୀଙ୍କ ଅକାଳ ମୃତ୍ୟୁ

ଓର୍ଲାଣ୍ଡୋ(ଯୁକ୍ତରାଷ୍ଟ୍ର ଆମେରିକା),୧୪ା୬: ପ୍ରସବଜନିତ ଜଟିଳତା ଯୋଗୁ ଯୁକ୍ତରାଷ୍ଟ୍ର ଆମେରିକାର ଚାମ୍ପିୟନ ସ୍ପ୍ରିଣ୍ଟର ଟୋରୀ ବୋଓ୍ବିଙ୍କ ମୃତ୍ୟୁ ଘଟିଥିବା ତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟରେ କୁହାଯାଇଛି। ତାଙ୍କୁ...

Advertisement
Archives

Model This Week