Posted inଖେଳ

ଟି-୨୦ ସିରିଜରେ ଧଓ୍ବନଙ୍କ ସହ ପଡ଼ିଆକୁ ଓହ୍ଲାନ୍ତୁ କେ.ଏଲ୍‌ ରାହୁଲ: ଗାଭାସ୍କର

ନୂଆଦିଲ୍ଲୀ,୩।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଏବେ ଟି-୨୦ ସିରିଜ ଉପରେ ସମସ୍ତଙ୍କ ନଜର। ୨-୧ରେ ଭାରତ ସିରିଜ ହାରିବା ପରେ ଏବେ ଟି-୨୦ରେ ଜିତ୍‌ ହାସଲ କରୁ ବୋଲି ଆଶା ରଖିଛନ୍ତି ପ୍ରଶଂସକ। ଏପରିସ୍ଥଳେ ଦଳର ଓପନିଂ ଫ୍ଲପ ହେଉଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ପୂର୍ବ ଅଧିନାୟକ ତଥା ଘୋଷକ ସୁନିଲ ଗାଭାସ୍କର ଖେଳାଳିଙ୍କ ସ୍ଥାନରେ ପରିବର୍ତ୍ତନ କରାଯାଉ ବୋଲି ଦାବି କରିଛନ୍ତି। ଶିଖର ଧଓ୍ବନଙ୍କ ସହ କେଏଲ୍‌ ରାହୁଲ ପଡ଼ିଆକୁ ଓହ୍ଲାନ୍ତୁ ବୋଲି ସେ କହିଛନ୍ତି।

ତୃତୀୟ ଦିନିକିଆରେ ଭାରତ ଜିତିବା ପରେ ଗାଭାସ୍କର କହିଛନ୍ତି, କେଏଲ୍‌ ରାହୁଲଙ୍କୁ ଧଓ୍ବନଙ୍କ ସହ ଓପନିଂ କରିବା ଆବଶ୍ୟକ। କାରଣ ୬୭୦ ରନ୍‌ କରି ଆଇପିଏଲ୍‌ରେ ଅରେଞ୍ଜ କପ୍‌ ପାଇଛନ୍ତି ରାହୁଲ। ସେହିଭଳି ଧଓ୍ବନ ମଧ୍ୟ ୬୧୮ ରନ୍‌ କରିଥିଲେ। ଉଭୟ ଟି-୨୦ ଫର୍ମାଟରେ ଭଲ ପ୍ରଦର୍ଶନ କରିଥିଲେ। ଏଣୁ ସେ ଯଦି ୧୪ ରୁ ୧୫ ଓଭର ପର୍ଯ୍ୟନ୍ତ ପଡ଼ିଆରେ ରୁହନ୍ତି ତେବେ ହାର୍ଦ୍ଦିକଙ୍କୁ ୪ର୍ଥ ଏବଂ ଶ୍ରେୟସଙ୍କୁ ୫ମ ସ୍ଥାନରେ ପଠାଇବା ଉଚିତ ବୋଲି ସେ କହିଛନ୍ତି। ଏବେ ଅଧିନାୟକ ବିରାଟ କାହାକୁ ସୁଯୋଗ ଦେଉଛନ୍ତି ତାହା ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): ବାଲେଶ୍ବର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri