Posted inଖେଳ

ରୋହିତଙ୍କ ସହ ରାହୁଲ କରିବେ ଓପନିଂ

ମୁମ୍ବାଇ,୧୯।୯ : ଆଉ କିଛି ଦିନ ପରେ ଟି-୨୦ ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ଭାରତ ପକ୍ଷରୁ ରୋହିତଙ୍କ ସହ ଆଉ କିଏ ଓପନିଂ କରିବେ ସେନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ତେବେ ଅଧିନାୟକ ରୋହିତ ଶର୍ମା ଏଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ଅଧିନାୟକ ରୋହିତ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ୨୦୨୨ ଟି-୨୦ ବିଶ୍ୱକପ୍‌ରେ ତାଙ୍କ ସହ କେଏଲ୍‌ ରାହୁଲ ଓପନିଂ କରିବେ। ଏପରିକି ବିରାଟ କୋହଲି ଦଳ ପାଇଁ ଓପନର ଭାବେ ବିକଳ୍ପ ରହିବେ ବୋଲି ରୋହିତ ମତ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ଏସିଆ କପ୍‌ରେ ଭାରତର ଶେଷ ମ୍ୟାଚ୍‌ରେ ବିରାଟ ଏବଂ କେଏଲ୍‌ ରାହୁଲ ଓପନିଂ କରିଥିଲେ। ଏହା ଲକି ସାବ୍ୟସ୍ତ ହୋଇଥିଲା। ଏଥିରେ ବିରାଟ ଶତକ ହାସଲ କରିଥିଲେ। ୨୦୧୯ ପରଠାରୁ ୩ବର୍ଷ ପରେ ବିରାଟ ଏହି ଶତକ ହାସଲ କରିବାରେ ସଫଳ ହୋଇଥିଲେ। ଲଗାତର ଖରାପ ଫର୍ମକୁ ନେଇ ଚର୍ଚ୍ଚାରେ ଥିବା କୋହଲି, ଏସିଆ କପ୍‌ର ଶେଷ ମ୍ୟାଚ୍‌ରେ ଶତକୀୟ ଇନି୍‌ଂସ ଖେଳିଥିଲେ। ଏନେଇ ବିରାଟ ଓପନିଂ କରିବା ନେଇ ଚର୍ଚ୍ଚା ଜୋର ଧରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri