Posted inଖେଳ

ସ୍ପଷ୍ଟ କଲେ କୋହଲି: ଖେଳିବେ ନାହିଁ ଏହି ବରିଷ୍ଠ ଖେଳାଳି

ଅହମ୍ମଦାବାଦ,୧୧।୩ : ବିଶ୍ୱର ବୃହତ୍‌ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଶୁକ୍ରବାର ଖେଳାଯିବ ପ୍ରଥମ ଟି୨୦ ମ୍ୟାଚ୍‌। ଏହି ମ୍ୟାଚ୍‌ରେ ବରିଷ୍ଠ ଓପନର ଶିଖର ଧାଓ୍ବନ ଖେଳିବେ ନାହିଁ। ତାଙ୍କ ବଦଳରେ ରୋହିତ ଶର୍ମାଙ୍କ ସହ ଲୋକେଶ ରାହୁଲ ଓପନିଂ କରିବେ। ଏହା ସ୍ପଷ୍ଟ କରିଛନ୍ତି ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି।

ରୋହିତ ଖେଳୁଥିବାରୁ  ଚିନ୍ତା କରିବାର ଆବଶ୍ୟକତା ନାହିଁ। ତାଙ୍କ ସହ ରାହୁଲ ଉପର କ୍ରମରେ କ୍ରମାଗତ ଉତ୍ତମ ପ୍ରଦର୍ଶନ କରୁଛନ୍ତି। ସେମାନେ ହିଁ ଓପନିଂ କରିବେ। ଯଦି ରୋହିତଙ୍କୁ ବିଶ୍ରାମ ଦିଆଯାଏ କିମ୍ବା ଲୋକେଶ ଆହତ ହୁଅନ୍ତି କିମ୍ବା ଖରାପ ପ୍ରଦର୍ଶନ କଲେ ଧାଓ୍ବନଙ୍କୁ ଦଳରେ ଯାଗା ମିଳିବ। କିନ୍ତୁ ରୋହିତ-ରାହୁଲ ହିଁ ଓପନିଂ କରିବେ ବୋଲି ମ୍ୟାଚ୍‌ ପୂର୍ବରୁ ଆୟୋଜିତ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ କୋହଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଂକଂ ଓପନ୍‌: କ୍ୱାର୍ଟରରେ ଶ୍ରୀକାନ୍ତ

ହଂକଂ, ୧୪।୧୧ (ପି.ଟି.)- ଭାରତୀୟ ସଟ୍‌ଲର କିଡାମ୍ବୀ ଶ୍ରୀକାନ୍ତ ଏଠାରେ ଚାଲିଥିବା ୪ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ହଂକଂ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର...

ଆଶେସ ସିରିଜ: ୩ୟ ଟେଷ୍ଟରୁ ସ୍ମିଥ୍‌ ବାଦ୍‌

ଲଣ୍ଡନ, ୨୦।୮ (ଏଏଫ୍‌ପି)- ଅଭିଜ୍ଞ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ୍‌ ଗୁରୁବାରଠାରୁ ଏଜ୍‌ବାଷ୍ଟନରେ ଆରମ୍ଭ ହେବାକୁ ଯାଉଥିବା ସମ୍ମାନଜନକ ଆଶେସ ଟେଷ୍ଟ ସିରିଜର ୩ୟ ମ୍ୟାଚ୍‌ରୁ...

ପ୍ରଥମ ଥର ପିଏସ୍‌ଏଲ ଫାଇନାଲରେ ଲାହୋର

ଲାହୋର,୧୬।୩(ଏପି)- କ୍ରିସ୍‌ ଲିନ୍‌ଙ୍କ ୫୨ ବଲରେ ବିସ୍ଫୋରକ ଶତକ ଯୋଗୁ ଲାହୋର କ୍ୱାଲାଣ୍ଡର୍ସ ପ୍ରଥମ ଥର ପାଇଁ ପିଏସ୍‌ଏଲ ସେମିଫାଇନାଲରେ ପ୍ରବେଶ କରିଛି। ରବିବାର ଗଦ୍ଦାଫି...

ମନୋହରଙ୍କ କାର୍ଯ୍ୟକାଳ ୨ ମାସ ବଢିପାରେ ଆଇସିସି ଅଧ୍ୟକ୍ଷ ପଦ ଦୌଡ଼ରେ ଗେଭ୍ସ ସର୍ବାଗ୍ରେ

ନୂଆଦିଲ୍ଲୀ,୨୪।୪(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଅଧ୍ୟକ୍ଷ ଭାବେ ଶଶାଙ୍କ ମନୋହରଙ୍କ କାର୍ଯ୍ୟକାଳ ଆଉ ୨ ମାସ ବଢିପାରେ। ଜୁନ୍‌ରେ ସେ ପଦ ଛାଡିବେ ବୋଲି...

ଇଂଲଣ୍ଡ ଗସ୍ତ : ଭାରତୀୟ ମହିଳା ହକି ଦଳରେ ୩ ଓଡ଼ିଆ

ନୂଆଦିଲ୍ଲୀ,୧୩।୯(ପିଟି): ଇଂଲଣ୍ଡରେ ଖେଳାଯିବାକୁ ଥିବା ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ପାଇଁ ଷ୍ଟାର ଫରଓ୍ବାର୍ଡ ରାଣୀ ରାମ୍‌ପାଲଙ୍କ ନେତୃତ୍ୱରେ ୧୮ ଜଣିଆ ଭାରତୀୟ ମହିଳା ଦଳ...

ପୂର୍ବ ଚୟନକର୍ତ୍ତାଙ୍କ ଖୁଲାସା: ଏପରି ନ ହୋଇଥିଲେ ଟି୨୦ ବିଶ୍ୱକପ୍‌ ଖେଳିଥାନ୍ତେ ଧୋନୀ

ନୂଆଦିଲ୍ଲୀ,୨୧।୨: ୨୦୧୯ ଅଗଷ୍ଟରେ ଭାରତୀୟ ଟିମ୍‌ର ପୂର୍ବ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ମହେନ୍ଦ୍ର ସିଂହ ଧୋନୀ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ନେଇଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷରେ...

ପ୍ରଥମ ଓଭରରେ ଚମତ୍କାର ହ୍ୟାଟ୍ରିକ୍‌ ନେଇଥିଲେ ଏହି କ୍ରିକେଟର୍‌

କପିଳ ଦେବଙ୍କ ପରେ ଭାରତୀୟ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ଥିଲେ ଇରଫାନ ପଠାନ। ଟି -୨୦ ବିଶ୍ୱକପର ଫାଇନାଲରେ ମ୍ୟାନ୍‌ ଅଫ ଦି ମ୍ୟାଚ ପୁରସ୍କାର...

ଦଳ ସହ ରାଜକୋଟ ଗସ୍ତ କରିବେ ନାହିଁ ପନ୍ତ

ମୁମ୍ବାଇ, ୧୫।୧- ଅଷ୍ଟ୍ରେଲିଆ ଓ ଭାରତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରାଜକୋଟଠାରେ ଶୁକ୍ରବାର ଖେଳାଯିବ। ସେଠାକୁ ଭାରତୀୟ ଦଳ ସହ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ...

Advertisement
Archives

Model This Week