ଅଣ୍ଡିଲୋ ଗାଁରେ ଆଣ୍ଠୁଏ ପାଣି

ବାଲିଅନ୍ତା,୨୭ା୮(ଡି.ଏନ୍‌.ଏ): ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ହେବା ଯୋଗୁ ବାଲିଅନ୍ତା ପଞ୍ଚାୟତର ଅଣ୍ଡିଲୋ ଗ୍ରାମର ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି। ଫଳରେ ଗ୍ରାମର ଲୋକମାନେ ବର୍ଷାଜଳରେ ପଶି ବହୁ ଅସୁବିଧାରେ ଯାତାୟାତ କରୁଛନ୍ତି। ବର୍ଷାଜଳ ନିଷ୍କାସନ ନ ହୋଇ ଗ୍ରାମ ରାସ୍ତାରେ ଜମି ରହିବା ଯୋଗୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ଜମି ରହିଥିବା ଦୂଷିତ ପାଣିରେ ପଶି ବାରମ୍ବାର ଯାତାୟାତ କରିବା ଯୋଗୁ ଛୋଟ ପିଲାଙ୍କଠାରୁ ବୟସ୍କ ପର୍ଯ୍ୟନ୍ତ ଲୋକେ ଥଣ୍ଡା ଓ ଜ୍ୱରରେ ପୀଡ଼ିତ ହେଉଥିବା ଅଭିଯୋଗ ହେଉଛି। ଅନ୍ୟପଟେ କେତେଜଣ ଲୋକଙ୍କ ଗୋଡ଼ କୁଣ୍ଡାଇ ହୋଇ ଫଳିଯାଉଛି। ବର୍ଷାଜଳ ଗ୍ରାମ ରାସ୍ତାରେ ନିଷ୍କାସନ ପାଇଁ ଗ୍ରାମବାସୀ ବାରମ୍ବାର ଦାବି କରି ଆସୁଥିଲେ ମଧ୍ୟ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ତାଲା ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୧୬।୧: ରାୟଗଡ଼ା ସହର ଓଏମ୍‌ପି ପ୍ରଥମ ଗଳିରେ ଘର ତାଲା ଭାଙ୍ଗି ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ନେହେରୁ ନଗର ତୃତୀୟ ଲାଇନ୍‌ର ଓଏମ୍‌ପି...

କରୋନା ସମ୍ପର୍କରେ ଶିଶୁଙ୍କୁ ସଚେତନ କରାଯିବ

କଟକ ଅଫିସ୍‌,୯।୫: ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁମାନଙ୍କର ସୁରକ୍ଷା ପାଇଁ ଏକ ରାଜ୍ୟ ସ୍ତରୀୟ ପ୍ରଚାର ଅଭିଯାନର ଶୁକ୍ରବାର ଶୁଭାରମ୍ଭ ହୋଇଛି। ପ୍ରାଧିକରଣର...

ଗଣିତରେ କପି କରି ଧରାପଡ଼ିଲେ ୬ ପରୀକ୍ଷାର୍ଥୀ

ହାଟଡିହୀ,୨୬।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଚଳିତବର୍ଷ ୧୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଚାଲୁରହିଛି। ବୁଧବାର ଗଣିତ ପରୀକ୍ଷାରେ କପି କରି କେନ୍ଦୁଝର ଓ ବାଲେଶ୍ୱର...

ଶାଳଗଛ କଟାକୁ ଗ୍ରାମବାସୀଙ୍କ ବିରୋଧ

ସୋର, ୨୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଦେବଗିରି ପାଦଦେଶ ବନ୍ଧସାହି ସଂରକ୍ଷିତ ଜଙ୍ଗଲରେ ଅମ୍ଫନ ପ୍ରଭାବରେ ଶାଳଗଛର କେତେକ ଡାଳ ଭାଙ୍ଗିପଡିଥିଲା। ଜଙ୍ଗଲ ବିଭାଗ ଓ...

ଦିଗପହଣ୍ଡି ସହରରେ କମିଲା ବିଜେଡିର ଭୋଟ

ଦିଗପହଣ୍ଡି,୨୭।୫(ଡି.ଏନ.ଏ.)-ଦିଗପହଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ରାଜ୍ୟ ରାଜନୀତିରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି । ଲଗାତର ଭାବେ ୭ଥର ଏଠାରୁ ସୂର୍ଯ୍ୟନାରାୟଣ ପାତ୍ର ବିଧାୟକ ଭାବେ...

ପୋଲ ତଳକୁ ଖସିଲା କାର୍‌: ଜଣେ ମୃତ ୩ ଗୁରୁତର

ବଡଗାଁ,୪।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ବାମରା ରାସ୍ତାରେ ବୁଧବାର ଅପରାହ୍ନରେ ଭାରସାମ୍ୟ ହରାଇ ପୋଲ ତଳକୁ କାର୍‌ ଖସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ବାଧକ ସାଜିଛି କରୋନା: ବିକ୍ରି ହେଉନି ଖଲି, ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୧୭ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳବାସୀ ପାଳନ...

ଅନୁଗୋଳ ରକ୍ତଭଣ୍ଡାର ଖାଲି

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରକ୍ତଭଣ୍ଡାର ଫାଙ୍କା ପଡ଼ିଛି। କୌଣସି ଗୋଟିଏ ହେଲେ ଗ୍ରୁପ୍‌ର ରକ୍ତ ନାହିଁ। ଫଳରେ ମେଡିକାଲରୁ...

Play 250+ Trending Games
Archives

Model This Week

Why Dharitri