ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ ସନ୍ଦେହ: ସ୍କୁଲରେ ପଶି କଲେ ଛୁରୀରେ ଆକ୍ରମଣ, ଶିକ୍ଷକ ମୃତ

ପ୍ୟାରିସ,୧୩।୧୦: ଫ୍ରାନ୍ସରେ ଏକ ଆତଙ୍କବାଦୀ ଆକ୍ରମଣ ହୋଇଥିବା ଆଶଙ୍କା କରାଯାଉଛି। ଉତ୍ତର ଫ୍ରାନ୍ସର ଏକ ସ୍କୁଲରେ ଆକ୍ରମଣ ଯୋଗୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଆହତ ହୋଇଛନ୍ତି। ଅଭିଯୁକ୍ତ ସମସ୍ତଙ୍କୁ ଛୁରୀରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ମଧ୍ୟରେ ଏଭଳି ଆକ୍ରମଣ ସହ ଆତଙ୍କବାଦୀ ଲିଙ୍କକୁ ନେଇ ଯାଞ୍ଚ କରାଯାଉଛି। ତେବେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

ଉତ୍ତର ପ୍ୟାରିସର ପ୍ରାୟ ୧୮୫କିମି ଦୂର ଅର୍ରୋସ ସହରର ଗୈମ୍ବେଟା ହାଇସ୍କୁଲରେ ଘଟିଥିବା ଏହି ଆକ୍ରମଣର ଯାଞ୍ଚ କରାଯାଉଛି ବୋଲି ଫ୍ରାନ୍ସର ଆତଙ୍କବାଦ ବିରୋଧୀ ଟିମ୍‌ କହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ପରେ ସେ ଆରବ ଭାଷାରେ ‘ଆଲ୍ଲାହୁ ଆକବର’ ସ୍ଲୋଗାନ୍‌ ଦେଉଥିଲେ। ଏଣୁ ତାଙ୍କର ଆତଙ୍କବାଦ ସହ କିଛି ସମ୍ପର୍କ ଅଛି କି ନାହିଁ ତାର ଯାଞ୍ଚ କରାଯାଉଥିବା ଟିମ୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri