ମୂଳ ଭାରତୀୟ ଆଲୋକ ଶର୍ମାଙ୍କୁ ନାଇଟ ହୁଡ ସମ୍ମାନ…

ଲଣ୍ଡନ,୩୧।୧୨ : ଜଳବାୟୁ ପରିବର୍ତ୍ତନକୁ ମୁକାବିଲା କରିବାରେ ତାଙ୍କର ଅବଦାନ ପାଇଁ ବ୍ରିଟେନର ପୂର୍ବତନ ମୂଳ ଭାରତୀୟ ମନ୍ତ୍ରୀ ଆଲୋକ ଶର୍ମା କିଙ୍ଗ ଚାଲର୍‌ସ ତୃତୀୟଙ୍କ ଦ୍ୱାରା ଏଠାରେ ପ୍ରକାଶିତ ନୂତନ ବର୍ଷର ପ୍ରଥମ ସମ୍ମାନ ତାଲିକାରେ ତାଙ୍କୁ ନାଇଟ ହୁଡ ସମ୍ମାନରେ ସମ୍ମାନୀତ କରାଯାଇଛି।

ଭାରତର ଆଗ୍ରାରେ ଜନ୍ମିତ ୫୫ ବର୍ଷ ବୟସ୍କ ଆଲୋକ ଅକ୍ଟୋବର ପର୍ଯ୍ୟନ୍ତ କ୍ୟାବିନେଟ ସ୍ତରର ମନ୍ତ୍ରୀ ଥିଲେ ଏବଂ ତାଙ୍କୁ ’ଓଭରସିଜ ତାଲିକାରେ’ ଅନ୍ତର୍ଭୁକ୍ତ କରାଯାଇଥିଲା ଏଥର ୩୦ ରୁ ଅଧିକ ଭାରତୀୟ ମୂଳ କାର୍ଯ୍ୟକର୍ତ୍ତା, ଅର୍ଥନୀତିଜ୍ଞ, ଏକାଡେମିକ୍ସ, ମେଡିକାଲ କର୍ମଚାରୀ ଏବଂ ପରୋପକାରୀମାନଙ୍କୁ ବ୍ରିଟେନ ତଥା ବିଦେଶରେ ସେମାନଙ୍କର ତୁଳନାତ୍ମକ ଜନସେବା ପାଇଁ ସମ୍ମାନ ତାଲିକାରେ ସ୍ଥାନ ପାଇଛନ୍ତି।

ବ୍ରିଟେନର ବୈଦେଶିକ, କମନୱେଲଥ ଆଣ୍ଡ ଡେଭଲପମେଣ୍ଟ ଅଫିସ (ଏଫସିଡିଓ) ସମ୍ମାନ ତାଲିକା ନେଇ ଏକ ବିବୃତ୍ତିରେ କହିଛି ଯେ ସିଓପି୨୬ ରେ ତାଙ୍କ ନେତୃତ୍ୱ ମାଧ୍ୟମରେ ଜଳବାୟୁ ପରିବର୍ତ୍ତନକୁ ମୁକାବିଲା କରିବାରେ ତଥା ଭବିଷ୍ୟତରେ ଜଳବାୟୁ କାର୍ଯ୍ୟ ପାଇଁ ଆଲୋକ ଶର୍ମାଙ୍କୁ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri