Posted inଖେଳ

‘୧୮,୧୯,୨୦ ରନ୍‌ର ଇନିଂସ ଯଥଷ୍ଟେ ନୁହେଁ’

ନୂଆଦିଲ୍ଲୀ,୧।୩: ଭାରତୀୟ ଉଇକେଟକିପର ବ୍ୟାଟର ସଞ୍ଜୁ ସାମସନ ଘରୋଇ କ୍ରିକେଟ ଓ ଆଇପିଏଲରେ ନିୟମିତ ଭଲ ପ୍ରଦର୍ଶନ କରୁଛନ୍ତି। କିନ୍ତୁ ଅନ୍ତର୍ଜାତୀୟ କ୍ୟାରିୟରରେ ତାଙ୍କୁ ଏ ପର୍ଯ୍ୟନ୍ତ ଭଲ ଆରମ୍ଭ ମିଳିନାହିଁ। ସେ ଏବେ ବି ଦଳରେ ସ୍ଥାନ ପାଇବା ପାଇଁ ସଂଘର୍ଷ କରୁଛନ୍ତି। ନିକଟରେ ଶେଷ ହୋଇଥିବା ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ୍‌ରେ ସଞ୍ଜୁ ନିଜକୁ ପ୍ରମାଣ କରିବାର ସୁଯୋଗ ପାଇଥିଲେ। ପ୍ରଥମ ଟି୨୦ରେ ବ୍ୟାଟିଂ ପାଇ ନ ଥିବା ବେଳେ ଅନ୍ତିମ ଦୁଇ ମ୍ୟାଚ୍‌ରେ ୩୯ ଓ ୧୮ ରନ୍‌ର ଇନିଂସ ଖେଳିଥିଲେ। ହେଲେ ୨୭ ବର୍ଷୀୟ କ୍ରିକେଟରଙ୍କ ପ୍ରଦର୍ଶନରେ ପ୍ରଭାବିତ ନୁହେଁ ପୂର୍ବତନ ପାକିସ୍ତାନ ଅଧିନାୟକ ସଲମାନ ବଟ୍ଟ।

“ସାମସନ କିଛି ଚମତ୍କାର ଶଟ୍‌ ଖେଳିଥିଲେ। ମାତ୍ର ୧୮,୧୯, ୨୦ ଓ ୩୦ ରନ୍‌ର ଇନିଂସ ଯଥେଷ୍ଟ ନୁହେଁ। ତାଙ୍କ ପାଖରେ ନିଶ୍ଚିତ ରୂପେ ପ୍ରତିଭା ରହିଛି। କିନ୍ତୁ ଦଳରେ ସ୍ଥାନ ପାଇବା ଲାଗି ଦାବିଦାର ହେବା ପାଇଁ ତାଙ୍କୁ ପ୍ରଦର୍ଶନ କରିବାକୁ ପଡ଼ିବ। କାରଣ ଭାରତୀୟ ଦଳରେ ସ୍ଥାନ ହାତେଇବା ପାଇଁ ଅନେକ ଖେଳାଳି ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଯଦି ତୁମେ ଦଳରେ ରହିବାକୁ ଚାହୁଁଛ, ତେବେ ତୁମକୁ ଅନ୍ୟ ପ୍ରତିଦ୍ୱନ୍ଦ୍ୱୀଙ୍କ ଅପେକ୍ଷା ଅସାଧାରଣ ହେବାକୁ ପଡ଼ିବ। ଏଣୁ ଏହା ପ୍ରତିଭା ନୁହେଁ, ଆଉଟ୍‌ ପୁଟ୍‌ ଉପରେ ସବୁ କିଛି ନିର୍ଭର କରେ” ବୋଲି ସଲମାନ ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri