Posted inଜାତୀୟ

ଇସ୍ରୋକୁ ନେଇ ଆସିଲା ବଡ଼ ସତ, ଇଞ୍ଜିନିୟର କହିଲେ…

ନୂଆଦିଲ୍ଲୀ, ୬ା୬: ଇତିହାସ ରଚିଥିବା ଚନ୍ଦ୍ରଯାନ ୩ର ମିଶନରେ କାମ କରୁଥିବା ଜଣେ ବୈଜ୍ଞାନିକଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି। ଏକ ସାକ୍ଷାତକାରରେ ସେ ଇସ୍ରୋ ବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ରର ବର୍ତ୍ତମାନର ସ୍ଥିତି ଉପରେ ଆଲୋକପାତ କରିଛନ୍ତି। ଇସ୍ରୋ ବର୍ତ୍ତମାନ ପର୍ଯ୍ୟନ୍ତ ଆତ୍ମନିର୍ଭର ହୋଇନଥିବା ସେ ପ୍ରକାଶ କରିଛନ୍ତି।
ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ଚନ୍ଦ୍ରଯାନ ୩ ମିଶନ୍‌ରେ କାର୍ଯ୍ୟ କରୁଥିବା ମହାକାଶ ବିଜ୍ଞାନୀ ପାର୍ଥ ତିୱାରୀ ଇସ୍ରୋ ଆତ୍ମନିର୍ଭର ନୁହେଁ ବୋଲି କହିଛନ୍ତି। ଏଥି ସହିତ ଏହାର ୩ ପ୍ରମୁଖ କାରଣ ମଧ୍ୟ ସେ କହିଛନ୍ତି। ଏଥିରେ ଆଧୁନିକ ଜ୍ଞାନକୌଶଳ ପର୍ଯ୍ୟନ୍ତ ସିମୀତ ପହଞ୍ଚ, ଅନୁସନ୍ଧାନ ଏବଂ ବିକାଶ ପାଇଁ ଆବଶ୍ୟକ ଅର୍ଥ ନମିଳିବା ଏବଂ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା ବିଭିନ୍ନ ନିୟମ ସାମିଲ୍‌ ରହିଛି।
ସାକ୍ଷାତକାରରେ ସେ ଆହୁରି କହିଛନ୍ତି, ଇସ୍ରୋ ଉପରକୁ ଆସୁଥିବା ଚ୍ୟାଲେଞ୍ଜଗୁଡ଼ିକୁ ଅତିକ୍ରମ କରିବାକୁ ହେଲେ ଆମକୁ ବହୁତ ପରିଶ୍ରମ କରିବାକୁ ପଡ଼ିବ। ମହାକାଶ ଅନୁସନ୍ଧାନ କ୍ଷେତ୍ରରେ ଗବେଷଣା ପାଇଁ ଅଧିକ ଅର୍ଥ ଖର୍ଚ୍ଚ କରିବାକୁ ହେବ। ଅଧୁନିକ ଜ୍ଞାନକୌଶଳରେ ଉନ୍ନତି ପାଇଁ ଆମକୁ ଅନ୍ୟଦେଶମାନଙ୍କ ସହ ବୁଝାମଣା କରିବାକୁ ପଡ଼ିବ। ଏଥିସହିତ ନିୟମ କୋହଳ କରି ପ୍ରାଇଭେଟ୍‌ ସେକ୍ଟରର ଭୂମିକାକୁ ବୃଦ୍ଧି କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri