ଏହି ଭାରତୀୟଙ୍କ ସ଼୍ବାମୀ ଆମେରିକାର ଉପରାଷ୍ଟ୍ରପତି ପ୍ରାର୍ଥୀ

ୱାଶିଂଟନ, ୧୭।୦୭: ରିପବ୍ଲିକାନ୍‌ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀ ଜେ.ଡି. ଭାନ୍ସଙ୍କ ସ୍ତ୍ରୀ ଉଷା ଚିଲୁକୁରି ଭାନ୍ସ ଜଣେ ଭାରତୀୟ ବଂଶୋଦ୍ଭବ। ଉଷାଙ୍କ ବାପା କ୍ରିସ୍‌ ସାନ୍‌ ଡିଆଗୋ ଷ୍ଟେଟ୍‌ ୟୁନିଭର୍ସିଟିରେ ଅଧ୍ୟାପନା କରନ୍ତି। ମା’ ଲକ୍ଷ୍ମୀ ଜଣେ ମେରାଇନ୍‌ ବାୟୋଲୋଜିଷ୍ଟ। ଉଷା ପେସାରେ ଜଣେ ଆଇନଜୀବୀ। ସେ ୟେଲ୍‌ ୟୁନିଭର୍ସିଟିରେ ଇତିହାସରେ ସ୍ନାତକ ଏବଂ କ୍ୟାମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଦର୍ଶନଶାସ୍ତ୍ରରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ୟେଲ୍‌ ଲ ସ୍କୁଲରେ ପଢ଼ିବାବେଳେ ଉଷା ଓ ଜେ.ଡି.ଙ୍କ ମଧ୍ୟରେ ସହ ଭେଟ ହୋଇଥିଲା। ୨୦୧୪ରେ ଉଭୟେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଏହି ଦମ୍ପତିଙ୍କ ୩ ପିଲା ଅଛନ୍ତି। ଭାରତୀୟ ସଂସ୍କୃତି ଓ ମୂଲ୍ୟବୋଧକୁ ସବୁବେଳେ ଗୁରୁତ୍ୱ ଦେଉଥିବା ଉଷାଙ୍କୁ ତାଙ୍କ ସ୍ବାମୀଙ୍କ ସଫଳତାର ଶ୍ରେୟ ଦିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୁପା ଦରରେ ବଡ଼ ହ୍ରାସ, ୧ ଲକ୍ଷ ପାଖେଇଲା….

ନୂଆଦିଲ୍ଲୀ,୧୩।୧୧: ସୁନା ଓ ରୁପା ଦରରେ ହ୍ରାସ ଜାରି ରହିଛି । ସୁନା ଦରରେ ବଡ଼ ହ୍ରାସ ପରେ ୧୮ କ୍ୟାରେଟ୍‌ ସୁନାର ମୂଲ୍ୟ ମଧ୍ୟ ୧…

ଅଘୋଷିତ ନିର୍ଦ୍ଦେଶ: ଏଣିକି ମହିଳାଙ୍କ ଚିକିତ୍ସା କରିପାରିବେ ନାହିଁ ପୁରୁଷ ଡାକ୍ତର; ଏମରଜେନ୍ସିରେ ଜଣେ ପୁରୁଷ ଅଭିଭାବକଙ୍କ ଉପସ୍ଥିତି ବାଧ୍ୟତାମୂଳକ

କାବୁଲ,୧୩।୧୧: ଆଫଗାନିସ୍ତାନରେ, ତାଲିବାନj ଅଘୋଷିତ କଟକଣା ଯୋଗୁ ମହିଳାମାନଙ୍କ ପାଇଁ ମୌଳିକ ସ୍ବାସ୍ଥ୍ୟସେବା ପାଇବା ଅତ୍ୟନ୍ତ କଷ୍ଟକର ହୋଇପଡ଼ିଛି। ‘ଦି ଗାର୍ଡିଆନ’ (The Guardian) ଏବଂ ‘ଜାନ…

ଦାରିଙ୍ଗବାଡିରେ ପାରଦ ତଳମୁହାଁ: ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ଦାରିଙ୍ଗବାଡି, ୧୩।୧୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୨ ଦିନ ହେଲା ଶୀତର ପ୍ରକୋପ ବୃଦ୍ଧି ପାଉଛି। ପାରଦ ତଳମୁହାଁ ହୋଇ ଶୁକ୍ରବାର ସକାଳ…

ଦେବାଳୟ ଉପରେ ଦୁର୍ବୃତ୍ତଙ୍କ ଲୋଲୁପଦୃଷ୍ଟି: ମୂଲ୍ୟବାନ ସାମଗ୍ରୀ ଗାଏବ

ଅମରପାଲି,୧୩୧୧(ପୀତାମ୍ବର ସାହୁ):ଦେବଦେବୀଙ୍କ ପୀଠ ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟରେ। ରାତିର ଅନ୍ଧାରରେ ମନ୍ଦିରର ତାଲା ଭାଙ୍ଗି କେଉଁଠି ହୁଣ୍ଡି ଲୁଟ ହେଉଛି ତ ଆଉ କେଉଁଠି ବିରଳ ମୂର୍ତ୍ତି,…

ଯୋଡାରେ ଚାଞ୍ଚଲ୍ୟ, ଭଡ଼ା ଘରୁ ଶିକ୍ଷୟିତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦୁଝର,୧୩।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ଯୋଡା ସହର କଣ୍ଟ୍ରାକ୍ଟର କଲୋନୀରେ ଅଭାବନୀୟ ଘଟଣା । ଏକ ଭଡ଼ା ଘରୁ ଉଦ୍ଧାର…

ରୋହିତ-ଇଶାନଙ୍କ ଭୁଲ ଭାରତକୁ ପଡ଼ିଲା ମହଙ୍ଗା, ବଡ଼ ଫାଇଦା ଉଠାଇଲା ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ, ୧୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚରେ ୱିଲ ୟଙ୍ଗ ଚମତ୍କାର ଶତକୀୟ ପାଳି ଖେଳିଛନ୍ତି। ତେବେ ତାଙ୍କୁ ମାତ୍ର…

ଚାଇନାରେ ପଦାର୍ପଣ କଲା କ୍ରିକେଟ୍‌: WCC ଲିଗ୍‌ର ଶୁଭାରମ୍ଭ, ଆସନ୍ତା ବର୍ଷ…

ବେଜିଂ,୧୩।୧୧:ଚାଇନାରେ କ୍ରିକେଟର ପ୍ରସାର ଓ ଲୋକପ୍ରିୟତା ବଢ଼ାଇବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଉଛି। ୱାଲର୍‌ଡ ଚାମ୍ପିୟନସିପ ଅଫ କ୍ରିକେଟ (WCC) ଓ ଡୋଙ୍ଗ୍ୟୁହୁଇ ସ୍ପୋର୍ଟସ (Dongyuehui…

ମାର୍ଗୀ ହେବେ ଶନି: ତୁଳା ସମେତ ୪ ରାଶିଙ୍କର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଚାକିରିରୁ ବ୍ୟବସାୟ ଯାଏ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ଚଳନରେ ପରିବର୍ତ୍ତନ ମଣିଷ ଜୀବନ ଉପରେ ପ୍ରଭାବ ପକାଇଥାଏ। ଆସନ୍ତା ଡିସେମ୍ବର ୧୧ ତାରିଖ ଶୁକ୍ରବାର ସକାଳ ୫ଟାରେ ଶନିଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?