Posted inଜାତୀୟ

ଚତୁର୍ଥୀ ପୂର୍ବରୁ ଏହି ମନ୍ଦିରକୁ ଆସନ୍ତି ସ୍ତ୍ରୀ-ସ୍ବାମୀ

ରାଜସ୍ଥାନର ଜୈସଲମେରରେ ଏମିତି ଏକ ମନ୍ଦିର ରହିଛି, ଯେଉଁଠି ନିଜ ସଂସ୍କୃତି ଏବଂ ପରମ୍ପରା ପାଇଁ ବେଶ୍‌ ପ୍ରସିଦ୍ଧ। ଏହି ମନ୍ଦିର କେବଳ ସାମ୍ପ୍ରଦାୟିକ ସଦ୍‌ଭାବ ପାଇଁ ମିଶାଲ ସୃଷ୍ଟି କରିଛି ତା ନୁହେଁ, ମହିଳା-ପୁରୁଷଙ୍କ ବୈବାହିକ ଜୀବନ ପାଇଁ ମଧ୍ୟ ତାତ୍ପର୍ଯ୍ୟ ରଖେ। ସ୍ଥାନୀୟ ଲୋକଦେବତା କ୍ଷେତପାଲ ମହାରାଜଙ୍କୁ ଏହି ମନ୍ଦିର ସମର୍ପିତ ହୋଇଛି। ମାନ୍ୟତା ଅଛି କି କ୍ଷେତପାଲ ମହାରାଜ ସ୍ଥାନୀୟ ଅଞ୍ଚଳକୁ ବିପଦରୁ ରକ୍ଷା କରିଥିଲେ। ଚତୁର୍ଥୀ ପୂର୍ବରୁ ବର-କନ୍ୟା ଏହି ମନ୍ଦିରକୁ ଆସି ବୈବାହିକ ସୁତ୍ର ବନ୍ଧନ ଖୋଲନ୍ତି। ଯଦି କୌଣସି କାରଣରୁ ନ ଆସି ପାରନ୍ତି, ତେବେ ଏକ ଏକ ନଡିଆ ମହାରାଜଙ୍କ ଉଦ୍ଦେଶ୍ୟରେ ରଖିଥାନ୍ତି। ଏହାପରେ ମନ୍ଦିର ଆସି ସମର୍ପିତ କରନ୍ତି। କ୍ଷେତପାଲ ମହାରାଜଙ୍କ ଆଶୀର୍ବାଦ ନେବା ପାଇଁ ନବଦମ୍ପତି ଏଠାକୁ ଆସନ୍ତି। ଏହି ମନ୍ଦିରର ପୂଜାରୀ ପୁରୁଷ ନୁହେଁ, ମହିଳା ପୂଜନ୍ତି। ଆଜି ପର୍ଯ୍ୟନ୍ତ ଏହି ପରମ୍ପରା ବଜାୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?