Posted inଫୁରସତ

ଜାଣନ୍ତୁ ରାସ୍ତା ପାର୍ଶ୍ୱରେ କାହିଁକି ଥାଏ ବିଭିନ୍ନ ରଙ୍ଗର ମାଇଲଖୁଣ୍ଟ

ଆପଣ ନିଶ୍ଚିତ ରାସ୍ତାରେ ଯିବା ବେଳେ ପାର୍ଶ୍ୱରେ ଥିବା ମାଇଲଖୁଣ୍ଟ ଦେଖିଥିବେ। ଏହି ପଥରଗୁଡ଼ିକରେ ସ୍ଥାନର ଦୂରତା ଏବଂ ସ୍ଥାନର ନାମ ଲେଖାଯାଇଥାଏ। ତେବେ ଏହି ପଥରଗୁଡ଼ିକ ବିଭିନ୍ନ ରଙ୍ଗର ହୋଇଥାଏ। ଏହି ମାଇଲଖୁଣ୍ଟର ଉପର ଅଂଶ ହଳଦିଆ, ସବୁଜ ଏବଂ କମଳା ରଙ୍ଗର ହୋଇଥିବା ବେଳେ ତଳ ଅଂଶ ଧଳା ରଙ୍ଗର ହୋଇଥାଏ। ମାତ୍ର କେବେ ମନକୁ ପ୍ରଶ୍ନ ଆସିଛି କି ଏତେ ସବୁ ରଙ୍ଗ ଥାଇ ମାଇଲଖୁଣ୍ଟରେ କାହିଁକି ଏପରି ରଙ୍ଗ ଦିଆଯାଇଥାଏ? ତେବେ ଜାଣନ୍ତୁ ଏ ସମ୍ପର୍କରେ…

-ରାସ୍ତା ପାର୍ଶ୍ୱରେ ଥିବା ମାଇଲଖୁଣ୍ଟର ଉପର ଅଂଶ ଯଦି ହଳଦିଆ ହୋଇଥାଏ ତେବେ ଏଥିରୁ ବୁଝନ୍ତୁ ଯେ, ଆପଣ ଜାତୀୟ ରାଜପଥ କିମ୍ବା ଜାତୀୟ ରାଜପଥରେ ଯାଉଛନ୍ତି।

– ଯଦି ସବୁଜ ରଙ୍ଗର ମାଇଲଖୁଣ୍ଟ ଦେଖନ୍ତି ତେବେ ବୁଝନ୍ତୁ ଯେ, ଆପଣ ଜାତୀୟ ରାଜପଥରେ ନୁହେଁ ରାଜ୍ୟ ରାଜପଥରେ ଯାଉଛନ୍ତି।

– ଯଦି ଆପଣ ରାସ୍ତାରେ କଳା କିମ୍ବା ନୀଳ ଏବଂ ଧଳା ରଙ୍ଗର ପଥର ଦେଖନ୍ତି, ତେବେ ବୁଝନ୍ତୁ ଯେ, ଆପଣ ଏକ ବଡ଼ ସହର କିମ୍ବା ଜିଲାକୁ ଆସିଛନ୍ତି।

– ଯଦି ଆପଣ ରାସ୍ତା ପାର୍ଶ୍ୱରେ ଏକ କମଳା ରଙ୍ଗର ମାଇଲଖୁଣ୍ଟ ତେବେ ବୁଝନ୍ତୁ ଯେ ଆପଣ ଏକ ଗାଁ କିମ୍ବା ଗାଁ ରାସ୍ତା ମଧ୍ୟ ଦେଇ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri