ଏହି ୭ ଜିନିଷରେ ଭୁଲରେ ବି ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ହୋଇଯିବେ ବରବାଦ..

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି, ବ୍ୟବସାୟ, ବନ୍ଧୁତା, ଶତ୍ରୁତା ହେଉ ଅଥବା ବୈବାହିକ ଜୀବନ ସହ ଜଡିତ ସମସ୍ୟା ସବୁକିଛିର ସମାଧାନ ନୀତିଶାସ୍ତ୍ରରେ ବର୍ଣ୍ଣିତ ହୋଇଛି। ଚାଣକ୍ୟଙ୍କ ନୀତି ଗ୍ରହଣ କରିବା କଷ୍ଟକର ଲାଗୁଥିଲେ ହେଁ ଏହାକୁ ଗ୍ରହଣ କରୁଥିବା ଲୋକ ସଫଳ ହୋଇଥାନ୍ତି। ଏଭଳି କ୍ରମରେ ଚାଣକ୍ୟ ୭ ପ୍ରକାର ଜିନିଷ ବିଷୟରେ ଉଲ୍ଲେଖ କରିଛନ୍ତି, ଯେଉଁମାନଙ୍କ ଦେହରେ ଭୁଲରେ ମଧ୍ୟ ଗୋଡ ବଜାଇବା ଉଚିତ ନୁହେଁ। ଏପରି କରୁଥିବା ବ୍ୟକ୍ତି ବରବାଦ ହୋଇଯାଏ। ଭଗବାନ ତାଙ୍କୁ କଦାପି କ୍ଷମା କରନ୍ତି ନାହିଁ। ଆସନ୍ତୁ ଜାଣିବା:

ଚାଣକ୍ୟ ଏହି ପଦରେ କହିଛନ୍ତି, ଅଗ୍ନି, ଗାଈ, ଗୁରୁ, ବ୍ରାହ୍ମଣ, କୁମାରି କନ୍ୟା, ବୃଦ୍ଧ ଏବଂ ଶିଶୁଙ୍କୁ ଭୁଲରେ ବି ଗୋଇଠା ମାରିବା ଉଚିତ ନୁହେଁ। ଏହାଛଡ଼ା ଅଗ୍ନି ଦେବତା ଭାବରେ ପରିଗଣିତ ହୋଇଥାନ୍ତି। ନିଆଁକୁ ସାକ୍ଷୀ ରଖି ଅନେକ କାର୍ଯ୍ୟ କରାଯାଇଥାଏ। ଏଣୁ ଏହାକୁ ପାଦ ଲଗାଇବା/ଗୋଇଠା ମାରିବା ଉଚିତ ନୁହେଁ।

ଗୁରୁ, ବ୍ରାହ୍ମଣ ଏବଂ ବୃଦ୍ଧ ଆମର ଉପାସକ। ତେଣୁ ଆମେ ସେମାନଙ୍କ ଦେହରେ କେବେ ବି ପାଦ ବଜାଇବା/ଗୋଇଠା ମାରିବା ଉଚିତ ନୁହେଁ। କନ୍ୟା ଓ ଶିଶୁ ଛୋଟ ହୋଇଥିଲେ ହେଁ ସେମାନଙ୍କୁ ସ୍ନେହ କରନ୍ତୁ। ସେହିଭଳି ଗାଈ ଦେହରେ ଗୋଡ ବାଜିବାକୁ ପାପ ବୋଲି କୁହାଯାଏ। କାରଣ ତା ଦେହରେ ଦେବତାମାନେ ବାସ କରନ୍ତି ବୋଲି କୁହାଯାଏ। ଏମିତିରେ ଯେଉଁ ମନୁଷ୍ୟ ଗାଈକୁ ଗୋଇଠା ମାରେ ସେ ବିପଦରେ ପଡେ ବୋଲି ଚାଣକ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?