ରୁଦ୍ରାକ୍ଷ ଧାରଣ କେତେ ଉପକାରୀ, ଜାଣନ୍ତୁ…

ବିଶ୍ୱାସ ରହିଛି ଯେ, ଯେଉଁ ବ୍ୟକ୍ତି ଶରୀରରେ ରୁଦ୍ରାକ୍ଷ ଧାରଣ କରିଥାନ୍ତି ତାଙ୍କୁ ଦେବ ଦେବ ମହାଦେବଙ୍କର କରୁଣା ପ୍ରାପ୍ତି ହେବା ସହ ଐଶ୍ୱର୍ଯ୍ୟ ଲାଭ ହୋଇଥାଏ। ତେବେ କେବଳ ଧାର୍ମିକ ଆସ୍ଥା ନୁହେଁ, ବୈଜ୍ଞାନିକମାନେ ବି ଶରୀରରେ ରୁଦ୍ରାକ୍ଷ ଧାରଣ କରିବା ଉତ୍ତମ ବୋଲି ମତ ଦେଇଥାନ୍ତି। ନିକଟ ଅତୀତରେ ଫ୍ଲୋରିଡ଼ା ଇଣ୍ଟର ନ୍ୟାସନାଲ୍‌ ୟୁନିର୍ଭସିଟିର କେତେଜଣ ବୈଜ୍ଞାନିକ କହିଛନ୍ତି, ଚାପଗ୍ରସ୍ତ ଜୀବନଶୈଳୀ ଲୋକଙ୍କୁ ରୋଗାଗ୍ରସ୍ତ କରିଦିଏ। ଏଭଳି କ୍ଷେତ୍ରରେ ଶରୀରରେ ରୁଦ୍ରାକ୍ଷ ଧାରଣ କଲେ; ମସ୍ତିଷ୍କ ସ୍ଥିର ରହିବା ସହ ବ୍ୟକ୍ତିଙ୍କ ହୃଦୟ ଓ ଇନ୍ଦ୍ରିୟ ଉପରେ ଅନେକ ସୁପ୍ରଭାବ ପଡିଥାଏ। ଯଦ୍ଦ୍ବାରା ସ୍ବାସ୍ଥ୍ୟ ଭଲ ରହିବା ସହିତ ଶରୀରରେ ରକ୍ତ ସଞ୍ଚାଳନ ଠିକ୍‌ ହୋଇଥାଏ। ସେହିପରି ଶରୀରରେ ରୋଗପ୍ରତିରୋଧ ଶକ୍ତି ବୃଦ୍ଧି କରାଇବାରେ ବି ରୁଦ୍ରାକ୍ଷର ଅନେକ ଭୂମିକା ରହିଥାଏ। ଅନ୍ୟପକ୍ଷେ ଶରୀରରେ ରୁଦ୍ରାକ୍ଷ ଧାରଣ କଲେ ଏହା ଆମ ଭିତରେ ଆତ୍ମବିଶ୍ୱାସ ବୃଦ୍ଧି କରାଇବା ଏବଂ ମନକୁ ଶାନ୍ତ ରଖିବାରେ ମଧ୍ୟ ବିଶେଷ ସାହାଯ୍ୟ କରିଥାଏ। କୁହାଯାଏ, ଆମେ ଯେବେ ଶାରୀରିକ ଅବା ମାନସିକ ସ୍ତରରେ ଚାପଗ୍ରସ୍ତ ହେଉ, ସେବେ ଶରୀରରୁ ଅଧିକ ଊର୍ଜ୍ଜା ଉପତ୍ନ୍ନ ହୁଏ। ଆଉ ଏହି ଊର୍ଜ୍ଜାକୁ ଶୀଘ୍ର ନଷ୍ଟ ନ କଲେ, ଏହା ରକ୍ତଚାପ ଏବଂ ଚିନ୍ତା ତଥା ଅବସାଦ ଜନୀତ ସମସ୍ୟାକୁ ଅଧିକ ବଢାଇ ଦେଇଥାଏ। ଏଭଳି କ୍ଷେତ୍ରରେ ଶରୀରରେ ରୁଦ୍ରାକ୍ଷର ମାଳା ପିନ୍ଧିଲେ ଏହା ଧୀରେ ଧୀରେ ଆମ ଭିତରେ ଥିବା ଖରାପ ଊର୍ଜ୍ଜାକୁ ନଷ୍ଟ କରି ଆମକୁ ମାନସିକ ସ୍ତରରେ ଶାନ୍ତି ପ୍ରଦାନ କରିଥାଏ। ବିଶ୍ୱାସ ରହିଛି, ସୁଧପୂତ ହୋଇ ଶରୀରରେ ରୁଦ୍ରାକ୍ଷ ଧାରଣ କରିବା ଶୁଭଫଳ ଦେଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?