ଜାଣନ୍ତୁ ସକାଳ ଜଳଖିଆ କେତେ ଜରୁରୀ…

ବ୍ରେକ୍‌ଫାଷ୍ଟ ବା ସକାଳ ଜଳଖିଆରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି, ଯାହା ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ନିୟମିତ ବ୍ରେକଫାଷ୍ଟ ଖାଇଲେ ତାହା ମାନସିକତାକୁ ଅନେକାଂଶରେ ସକାରାତ୍ମକ ରଖିଥାଏ। ପ୍ରଥମ କଥା ହେଲା ପ୍ରତିଦିନ କେତେବେଳେ ବ୍ରେକ୍‌ଫାଷ୍ଟ କରିବେ ତାହା ନିର୍ଦ୍ଧାରଣ କରନ୍ତୁ। ଗରିଷ୍ଠ ଖାଦ୍ୟ ଅପେକ୍ଷା ହାଲୁକା ଖାଦ୍ୟକୁ ଦୈନନ୍ଦିନ ରୁଟିନ୍‌ରେ ସାମିଲ୍‌ କରନ୍ତୁ। ପ୍ରତିଦିନ ବ୍ରେକ୍‌ଫାଷ୍ଟରେ ତଟକା ଫଳମୂଳରୁ ପ୍ରସ୍ତୁତ ଜୁସ୍‌ ପିଅନ୍ତୁ।ସକାଳେ ଏପରି ଖାଦ୍ୟ ଆଦୌ ଖାଆନ୍ତୁ ନାହିଁ, ଯାହାଦ୍ୱାରା ଆପଣଙ୍କୁ ମାନ୍ଦା ମାନ୍ଦା ଲାଗିବ। ସକାଳୁ ଖାଲି ପେଟରେ ତେଲଜାତୀୟ ଖାଦ୍ୟ ମଧ୍ୟ ଖାଆନ୍ତୁ ନାହିଁ। ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ତେଣୁ ଏଥିରେ ଏପରି ଖାଦ୍ୟ ସାମିଲ କରନ୍ତୁ , ଯାହା ମନକୁ ଖୁସି ରଖିବା ସହ ମାନସିକତାକୁ ସକାରାତ୍ମକ ରଖିବାରେ ସହାୟକ ହେବ। ଯଦି ପ୍ରତିଦିନ ଆପଣ ବ୍ୟାୟାମ କରୁଛନ୍ତି ତେବେ କିଛି ସମୟ ପରେ ହିଁ ବ୍ରେକ୍‌ଫାଷ୍ଟ କରନ୍ତୁ। ଏହି ତାଲିକାରେ ସାଲାଡ, ତଟକା ଫଳମୂଳ ବ୍ୟତୀତ ବ୍ରେଡ, ବିସ୍କୁଟ ସାମିଲ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri