Posted inଜାତୀୟ

ଚନ୍ଦ୍ରୟାନ-୩ ମିଶନରୁ ଭାରତକୁ କ’ଣ ଲାଭ ମିଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚନ୍ଦ୍ରୟାନ-୩ ମିଶନ ଆଜି ସଫଳତା ହାସଲ କରିଛି। ତେବେ ଏହି ମିଶନରୁ ଭାରତ କ’ଣ ଲାଭବାନ ହେବ ସେ ସମ୍ପର୍କରେ ଜାଣନ୍ତୁ…
ଏହା ଦ୍ୱାରା ବୈଜ୍ଞାନିକମାନେ ଚନ୍ଦ୍ରର ବାୟୁମଣ୍ଡଳ ବିଷୟରେ ସୂଚନା ପାଇବେ। ଆଉ ମଧ୍ୟ ଏକ ପ୍ରଶ୍ନ ମନରେ ଉଠିବ କି ଚନ୍ଦ୍ରରେ ଘର କରିପାରିବା କି ନାହିଁ? ଏହା ସହିତ ଦକ୍ଷିଣ ମେରୁରେ ଥିବା ମାଟିର ରାସାୟନିକ ବିଶ୍ଳେଷଣ କରାଯିବ ଏବଂ ଚନ୍ଦ୍ରରେ ଥିବା ପଥରଗୁଡ଼ିକ ବିଷୟରେ ଅଧ୍ୟୟନ କରିବା ସମ୍ଭବ ହୋଇପାରିବ।

ଥରେ ଚନ୍ଦ୍ରୟାନ-୩ ଚନ୍ଦ୍ରପୃଷ୍ଠର ସାଉଥ୍‌ ପୋଲ ନିକଟରେ ରୋଭର ନିୟୋଜିତ କଲା ପରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ବୈଜ୍ଞାନିକମାନେ କହିଛନ୍ତି, ଚନ୍ଦ୍ର ମାଟି ଏବଂ ପଥରର ଗଠନ ବିଷୟରେ ଅଧିକ ଜାଣିବା ପାଇଁ ସେମାନେ ୧୪ ଦିନ ଧରି ଅନେକ ପରୀକ୍ଷଣ କରିବେ।

ଏହା ସହିତ ଅଧିକାଂଶ ସମୟରେ ଦକ୍ଷିଣ ମେରୁରେ ଏକ ଛାୟା ଥାଏ। ଯାହା ବିଷୟରେ ସାରା ବିଶ୍ୱରେ ବୈଜ୍ଞାନିକମାନଙ୍କ ମନରେ ଅନେକ ପ୍ରଶ୍ନ ଥାଏ। ସାଧାରଣତଃ ଏହି ଅଞ୍ଚଳର ତାପମାତ୍ରା ୧୦୦ ଡିଗ୍ରୀ ତଳେ ରହିଥାଏ। ଅନେକ ବୈଜ୍ଞାନିକ ବିଶ୍ୱାସ କରନ୍ତି ଯେ, ଏହି ଅଞ୍ଚଳରେ ବରଫ ଜମା ହୋଇରହିଛି। ତେବେ ଚନ୍ଦ୍ରୟାନ-୩ ଏସବୁ ଦ୍ୱନ୍ଦ୍ୱ ଦୂର କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri