Posted inଫୁରସତ

ଜାଣନ୍ତି କି ଇଭିଏମ୍‌ରେ ଦେଉଥିବା ଭୋଟ୍‌ କେତେଦିନ ପର୍ଯ୍ୟନ୍ତ ରହେ ସୁରକ୍ଷିତ

ଆଜିକାଲି ସହଜ ଏବଂ ସୁବିଧା ପାଇଁ ନାଗରିକମାନେ ଇଭିଏମ୍‌ରେ ଭୋଟ୍‌ ଦେଉଛନ୍ତି। ତେବେ ଜାଣନ୍ତି କି ଏହି ଭୋଟ୍‌ କେତେଦିନ ପର୍ଯ୍ୟନ୍ତ ଇଭିଏମ୍‌ରେ ସୁରକ୍ଷିତ ରହିଥାଏ। ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ…

ଏହି ଇଭିଏମ୍‌ରେ ଦୁଇଟି ୟୁନିଟ୍‌ ରହିଥାଏ। କଣ୍ଟ୍ରୋଲ ୟୁନିଟ୍‌ ଏବଂ ବାଲଟ୍‌ ୟୁନିଟ୍‌। କଣ୍ଟ୍ରୋଲ ୟୁନିଟ୍‌ ପୋଲିଂ ଅଫିସରଙ୍କ ନିକଟରେ ରହିଥାଏ। ବାଲଟ୍‌ ୟୁନିଟ୍‌ ଭୋଟରମାନେ ବଟନ୍‌ ଦବାଇ ଭୋଟ୍‌ ଦେଇଥାନ୍ତି।

ନିର୍ବାଚନ ଆୟୋଗଙ୍କ ରିପୋର୍ଟ ଅନୁସାରେ, କଣ୍ଟ୍ରୋଲ ୟୁନିଟ୍‌ ମେମୋରି ୧୦ ବର୍ଷ କିମ୍ବା ଏହାଠାରୁ ଅଧିକ ରହିଥାଏ। ଇଭିଏମ୍‌ର ମେମୋରି ଯେତେଦିନ ପର୍ଯ୍ୟନ୍ତ ଡାଟା ହଟା ଯାଇ ନ ଥାଏ ସେତେଦିନ ପର୍ଯ୍ୟନ୍ତ ରହିଥାଏ।

ନିର୍ବାଚନ ପରେ କୌଣସି ପ୍ରତିଦ୍ୱନ୍ଦ୍ୱୀ କୋର୍ଟରେ ପରିଣାମକୁ ନେଇ ମାମଲା ଦାୟର ନ କରନ୍ତି ତେବେ ଉକ୍ତ ସିଟ୍‌ର ଇଭିଏମ୍‌ ଆଗକୁ ବ୍ୟବହାର ପର୍ଯ୍ୟନ୍ତ ପଠାଯାଇଥାଏ। ଯଦି କୌଣସି ମାମଲା ଦାୟର ହୋଇଥାଏ, ତେବେ ଏହା ସମ୍ବନ୍ଧୀୟ ଇଭିଏମକୁ ପ୍ରୋଟକଲ୍‌ ଅନୁସାରେ ସୁରକ୍ଷିତ ରଖାଯାଇଥାଏ। ଏହାବ୍ୟତୀତ ମାମଲା ନ ସରିବା ପର୍ଯ୍ୟନ୍ତ ଏହା ସୁରକ୍ଷିତ ରଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍‌

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍‌ ପଡ଼ି…

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ…

ବିଜ୍ଞାନର ଆଶ୍ଚର୍ଯ୍ୟଜନକ ଚମତ୍କାର! କେବଳ ରକ୍ତ ପରୀକ୍ଷାରୁ ଜଣାପଡ଼ିବ ଆପଣଙ୍କ କେଉଁ ଅଙ୍ଗ କେତେ ବୟସ୍କ, ରୋଗ ହେବା ପୂର୍ବରୁ ମିଳିବ ସୂଚନା

ନୂଆଦିଲ୍ଲୀ,୧୭।୬(ପି.ଟି.): ମଣିଷର ପ୍ରକୃତ ବୟସ ତୁଳନାରେ ତା’ ଶରୀରର ଭିତର ଅଙ୍ଗଗୁଡ଼ିକ ଭିନ୍ନ ଭିନ୍ନ ଗତିରେ ବୃଦ୍ଧ ହୋଇଥାନ୍ତି। ଏହି ଜୈବିକ ବୟସକୁ ମାପିବା ପାଇଁ ବୈଜ୍ଞାନିକମାନେ…

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri