Posted inଫୁରସତ

ସ୍ବାସ୍ଥ୍ୟ ଓ ସୌଭାଗ୍ୟରେ କିପରି ଉପକାର କରେ ଲୁଣ ଜାଣନ୍ତୁ….

ଲୁଣ କେବଳ ରୋଷେଇରେ ବ୍ୟବହୃତ ହୁଏ ତାହା ନୁହେଁ। ଘରର ସୁଖ-ସମୃଦ୍ଧି ବୃଦ୍ଧି କରିବାରେ ତଥା ଶରୀରର ଥକ୍କାପଣକୁ ଦୂର କରିବାରେ ବି ଲୁଣର ବିଶେଷ ଭୂମିକା ରହିଛି। ଯେମିତିକି: ଲୁଣ ପାଣିରେ ଘର ପୋଛିଲେ ନକରାତ୍ମକ ଊର୍ଜ୍ଜା ନଷ୍ଟ ହୋଇ ଘରେ ଶାନ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ ଅଛି। ଏହା ଖରାପ ନଜରରୁ ମଧ୍ୟ ବ୍ୟକ୍ତିଙ୍କୁ ସୁରକ୍ଷା ଦେଇଥାଏ। କୌଣସି ବ୍ୟକ୍ତି ବା ପିଲାଙ୍କୁ କାହାର ଖରାପ ନଜର ଲାଗିଥିଲେ, କିଛି ଲୁଣକୁ ନେଇ ତାଙ୍କ ଚାରିପଟେ ତିନିଥର ବୁଲାଇ ତାହାକୁ ବାହାରେ ଫୋପାଡିଦେଲେ ଏହି ସମସ୍ୟାରୁ ମୁକ୍ତି ମିଳିଥାଏ ବୋଲି ଲୋକବିଶ୍ୱାସ ରହିଛି। ରାତିରେ ଶୋଇବା ପୂର୍ବରୁ ପାଣିରେ କିଛି ଲୁଣ ମିଶାଇ ହାତପାଦ ଧୋଇଦେଲେ ଥକ୍କାପଣ ଦୂର ହେବା ସହ ନିଦ ଭଲ ହୋଇଥାଏ। ସେହିପରି ଘରେ କୌଣସି ବ୍ୟକ୍ତି ବହୁତ ଦିନ ରୋଗରେ ପଡିଥିଲେ, କାଚ ବୋତଲରେ ଲୁଣ ଭର୍ତ୍ତି କରି ତାଙ୍କ ଶେଯ ପାଖରେ ରଖି ସପ୍ତାହକୁ ସପ୍ତାହ ତାହାକୁ ବଦଳାଉଥିଲେ ଧୀରେ ଧୀରେ ରୋଗରୁ ଉପଶମ ମିଳିଥାଏ ବୋଲି ଜ୍ୟୋର୍ତିବିଦ୍‌ମାତେ ମତ ଦେଇଥାନ୍ତି। ଅନେକ ସମୟରେ ଦେଖାଯାଏ, ଘରେ କିଛି ବାସ୍ତୁଦୋଷ ଥିଲେ କିମ୍ବା ସର୍ବଦା କଳହ ଲାଗିବା ସହ ଅଭାବ ଦେଖା ଦେଉଥିଲେ କାଚ ଗିନାରେ କିଛି ଲୁଣ ନେଇ ଗାଧୁଆ ଘରେ ରଖିଦେଲେ କ୍ରମେ ବାସ୍ତୁଦୋଷ ଆପେ ଆପେ ସମାଧାନ ହୋଇଯାଏ ବୋଲି ବିଶ୍ୱାସ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri