ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର ପାଇଁ ଅଧିକ ସତର୍କ ରହିବାକୁ ପଡ଼ିଥାଏ। ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରିବାକୁ ନିୟମିତ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବାକୁ ପଡିଥାଏ। ତା’ସହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରକ୍ତଚାପ କେତେ ରହୁଛି ତାହା ମାପି ନେବା ନିହାତି ଦରକାର। ତେବେ ଲୋ ବ୍ଲଡପ୍ରେସର ଥିଲେ ନିଜର ଖାଦ୍ୟପେୟ ପ୍ରତି ସତର୍କ ରହିବାକୁ ପଡିଥାଏ। ଯଦି ଏଭଳି ସମସ୍ୟା ସହ ଜଡିତ ଜଣେ ବ୍ୟକ୍ତି ନିୟମିତ ଅଙ୍ଗୁର ଖାଆନ୍ତି ତେବେ ତାଙ୍କର ଲୋ ବ୍ଲଡପ୍ରେସର କେତେକାଂଶରେ ନିୟନ୍ତ୍ରଣରେ ରହିଥାଏ। ଏମାନେ ନିଜର ଖାଦ୍ୟ ତାଲିକାରେ ଆଇରନ୍‌ଯୁକ୍ତ ଖାଦ୍ୟ ସାମିଲ କରିବା ଦରକାର। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ପ୍ରଚୁର ପାଣି ପିଅନ୍ତୁ। ଏଭଳି ବ୍ୟକ୍ତିଙ୍କ ପାଇଁ ଓଟ୍‌ସ ମଧ୍ୟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri