ଜାଣନ୍ତୁ କେମିତିି କରିବେ ରାଶନ E-KYC ଅପ୍‌ଡେଟ୍‌, ନଚେତ୍‌ କଟିଯିବ ନାଁ..

ଭୁବନେଶ୍ୱର,୨୮ା୮: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ E-KYC ମାଧ୍ୟମରେ ଡିଲର ଅପ୍‌ଡେଟ୍‌ କରୁଛନ୍ତି।। ମାସେ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲୁରହିବ।

ଅନ୍ୟପକ୍ଷରେ ଏହି E-KYC ଅପଡେଟ୍‌କୁ ନେଇ ଚିନ୍ତାରେ ପଡ଼ିଛନ୍ତି ହିତାଧିକାରୀ। ଘରର ଅନେକ ସଦସ୍ୟ ବାହାର ରାଜ୍ୟ, ଏପରିକି ଦେଶ ବାହାରେ କାମ କରୁଛନ୍ତି। ସରକାର ନିର୍ଦ୍ଧାରିତ କରିଥିବା ମାସକ ମଧ୍ୟରେ ସମସ୍ତେ କେମିତି ଆସି ବାୟୋମେଟ୍ରିକ ଦେବେ ବୋଲି ହିତାଧିକାରୀ ପ୍ରଶ୍ନ ଉଠାଇଛନ୍ତି। ଏହି ଅବଧିକୁ ବଢ଼ାଇବା ପାଇଁ ହିତାଧିକାରୀଙ୍କ ପକ୍ଷରୁ ଜୋର୍‌ଦାର ଦାବି ହେଉଛି।

E-KYC ଅପ୍‌ଡେଟ୍‌କୁ ନେଇ ବୁଧବାର ବିଧାନସଭାରେ ବହୁ ବିଧାୟକ ଉଦ୍‌ବେଗ ପ୍ରକାଶ କରିଥିଲେ । ଏନେଇ ଯୋଗାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ହିତାଧିକାରୀଙ୍କ ସମସ୍ୟା ପ୍ରତି ଧ୍ୟାନ ଦିଆଯିବ ବୋଲି
କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାନ ମସଲା ପ୍ରତିବନ୍ଧକ ଉପରେ H&FWର ବଡ଼ ବୟାନ, ବ୍ୟାନ ହେବନି ପାନ ମସଲା!

ଭୁବନେଶ୍ବର,୩୦।୧: ଓଡ଼ିଶାରେ ପାନ ମସଲାକୁ ବ୍ୟାନ କରିଛନ୍ତି ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ଦୌଡ଼ରାଣୀଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଲିମ୍ପିକ ଆସୋସିଏସନର ସଭାପତି ଏବଂ ରାଜ୍ୟ ସଭା ସଦସ୍ୟ ପି.ଟି. ଉଷାଙ୍କ ସ୍ବାମୀ ଭି. ଶ୍ରୀନିବାସନଙ୍କ ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ…

T20 World Cup 2026: ICC-ବାଂଲାଦେଶ ବିବାଦକୁ ନେଇ ମୁହଁ ଖୋଲିଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୩୦।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଆଇସିସି ଏବଂ ବାଂଲାଦେଶ ମଧ୍ୟରେ ବିବାଦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ଭାରତ, ପାକିସ୍ତାନ ଏବଂ ବାଂଲାଦେଶ…

OISF ଯବାନଙ୍କ ବସ୍‌କୁ ଧକ୍କା ଦେଲା ଟ୍ରକ, ୨୬ ଜଣ ଯବାନ ଆହତ

କେନ୍ଦୁଝର,୩୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ…

Budget 2026: କରଦାତାଙ୍କୁ ମିଳିବ ବଡ଼ ଆଶ୍ବସ୍ତି! ଏହି ନିୟମରେ ପରିବର୍ତ୍ତନ କରିପାରନ୍ତି ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୩୦।୧: ବଜେଟ୍ ୨୦୨୬ ପାଇଁ କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି ଏବଂ ପ୍ରତି ବର୍ଷ ପରି, ଦେଶବ୍ୟାପୀ ଲକ୍ଷ ଲକ୍ଷ କରଦାତା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ନଜର…

ବିନା ସଂଳାପରେ ଜିତିଲା ମନ: ବିଜୟ ସେତୁପତି ଓ ଅଦିତି ରାଓଙ୍କ ‘ଗାନ୍ଧୀ ଟକ୍‌ସ’କୁ ଦର୍ଶକଙ୍କ ପ୍ରଶଂସା

ମୁମ୍ବାଇ: ଶୁକ୍ରବାର ପ୍ରେକ୍ଷାଳୟକୁ ଆସିଛି ବହୁ ପ୍ରତିକ୍ଷିତ ଚଳଚ୍ଚିତ୍ର ‘ଗାନ୍ଧୀ ଟକ୍‌ସ’। ଏହି ଚଳଚ୍ଚିତ୍ରଟି ବିନା ସଂଳାପରେ ଗତିଶୀଳ ଏକ ‘ସାଇଲେଣ୍ଟ ଫିଲ୍ମ’। ଯାହା ଦର୍ଶକଙ୍କ ମଧ୍ୟରେ…

ବଡ଼ ଖବର! କାକାଙ୍କ ସହ ଏକାଠି ହେବାକୁ ଯାଉଥିଲେ ଅଜିତ, ହେଲେ ବିଧିର ବିଧାନ ଥିଲା କିଛି ଅଲଗା

ମୁମ୍ବାଇ,୩୦।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଅକାଳ ମୃତ୍ୟୁ ପରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି। ଏହି ସମୟରେ, ସୂତ୍ରଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶ କରୁଛନ୍ତି।…

ଆକାଶ ମାର୍ଗରେ ଏକାଠି ହେଲେ ପାକିସ୍ତାନ-ବାଂଲାଦେଶ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

କରାଚୀ,୩୦।୧: ୧୪ ବର୍ଷ ପରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବିମାନ ସେବା ପୁନର୍ବାର ଆରମ୍ଭ ହୋଇଛି। ବାଂଲାଦେଶର ଜାତୀୟ ବିମାନ କମ୍ପାନୀ, ବିମାନ ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri