ଜାଣନ୍ତୁ କେମିତିି କରିବେ ରାଶନ E-KYC ଅପ୍‌ଡେଟ୍‌, ନଚେତ୍‌ କଟିଯିବ ନାଁ..

ଭୁବନେଶ୍ୱର,୨୮ା୮: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ E-KYC ମାଧ୍ୟମରେ ଡିଲର ଅପ୍‌ଡେଟ୍‌ କରୁଛନ୍ତି।। ମାସେ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲୁରହିବ।

ଅନ୍ୟପକ୍ଷରେ ଏହି E-KYC ଅପଡେଟ୍‌କୁ ନେଇ ଚିନ୍ତାରେ ପଡ଼ିଛନ୍ତି ହିତାଧିକାରୀ। ଘରର ଅନେକ ସଦସ୍ୟ ବାହାର ରାଜ୍ୟ, ଏପରିକି ଦେଶ ବାହାରେ କାମ କରୁଛନ୍ତି। ସରକାର ନିର୍ଦ୍ଧାରିତ କରିଥିବା ମାସକ ମଧ୍ୟରେ ସମସ୍ତେ କେମିତି ଆସି ବାୟୋମେଟ୍ରିକ ଦେବେ ବୋଲି ହିତାଧିକାରୀ ପ୍ରଶ୍ନ ଉଠାଇଛନ୍ତି। ଏହି ଅବଧିକୁ ବଢ଼ାଇବା ପାଇଁ ହିତାଧିକାରୀଙ୍କ ପକ୍ଷରୁ ଜୋର୍‌ଦାର ଦାବି ହେଉଛି।

E-KYC ଅପ୍‌ଡେଟ୍‌କୁ ନେଇ ବୁଧବାର ବିଧାନସଭାରେ ବହୁ ବିଧାୟକ ଉଦ୍‌ବେଗ ପ୍ରକାଶ କରିଥିଲେ । ଏନେଇ ଯୋଗାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ହିତାଧିକାରୀଙ୍କ ସମସ୍ୟା ପ୍ରତି ଧ୍ୟାନ ଦିଆଯିବ ବୋଲି
କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?