କିଏ ସେହି ଧନଶ୍ରୀ, ଯାହାଙ୍କ ପ୍ରେମରେ କ୍ଲିନ୍‌ ବୋଲ୍ଡ ହେଲେ ଚହଲ

ବମ୍ବେ: ଚର୍ଚ୍ଚାରେ ୟୁଟ୍ୟୁବର୍‌ ତଥା କୋରିଓଗ୍ରାଫର ଧନଶ୍ରୀ ବର୍ମା। କାରଣଟି ହେଉଛି ଭାରତୀୟ ରିଷ୍ଟ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ସହ ତାଙ୍କର ନିର୍ବନ୍ଧ। ନିକଟରେ ନିଜର ୩୦ତମ ଜନ୍ମଦିନ ପାଳନ କରିଥିଲେ ଚହଲ। ଏବେ ତାଙ୍କ ନିର୍ବନ୍ଧ ଖବର ଜାଣି ପ୍ରଶଂସକ ଅଭିନନ୍ଦନ ଜଣାଉଛନ୍ତି। ଏପରିସ୍ଥିତିରେ ଅନେକେ ଧନଶ୍ରୀଙ୍କ ବିଷୟରେ ଭଲଭାବେ ଜାଣିବାକୁ ଚାହୁଁଛନ୍ତି।

ଧନଶ୍ରୀ ପେସାରେ ଜଣେ ଡେଣ୍ଟିଷ୍ଟ, କୋରିଓଗ୍ରାଫର ଏବଂ ୟୁଟ୍ୟୁବର୍‌ ମଧ୍ୟ। ଧନଶ୍ରୀ ବମ୍ବେର ବାସିନ୍ଦା। ଧନଶ୍ରୀ ବର୍ମା ୟୁଟ୍ୟୁବ୍‌ ଚ୍ୟାନେଲ୍‌ ନାମରେ ତାଙ୍କର ପ୍ରୋଫାଇଲ୍‌ ରହିଛି। ସେଥିରେ ସେ ନୃତ୍ୟଭିତ୍ତିକ ଭିଡିଓ ଶେୟାର କରିଥାନ୍ତି। ତାଙ୍କର ୧୫ ଲକ୍ଷରୁ ଅଧିକ ସବ୍‌ସ୍କ୍ରାଇବର୍‌ ଅଛନ୍ତି। ଏହାଛଡ଼ା ସେ ଡି ଓ୍ବାଇ ପାଟିଲ ଡେଣ୍ଟାଲ କଲେଜରୁ ଡାକ୍ତରୀ ଶିକ୍ଷା କରିଛନ୍ତି। ଧନଶ୍ରୀ ଚହଲଙ୍କୁ ଦୀର୍ଘଦିନରୁ ଡେଟ୍‌ କରୁଥିଲେ। ଶେଷରେ ସେମାନେ ବିବାହ କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri