ନମସ୍କାର ଏକ ଶ୍ରେଷ୍ଠ ସଂସ୍କାର, ଜାଣନ୍ତୁ ମାହାତ୍ମ୍ୟ…

ନମସ୍କାର ଏକ ଶ୍ରେଷ୍ଠ ସଂସ୍କାର ଅଟେ। ଭଗବାନ୍‌ଙ୍କ ଆଗରେ ହେଉ ଅବା ମାତା-ପିତାଙ୍କ ସମ୍ମୁଖରେ କିମ୍ବା କୌଣସି ବୟସ୍କ ବ୍ୟକ୍ତି ତଥା ସନ୍ଥ-ମହାପୁରୁଷଙ୍କ ଆଗରେ ହାତ ଯୋଡ଼ି ନତମସ୍ତକ ହେଲେ, କୁହାଯାଏ ମନରେ ଥିବା ଅହଂକାର ଦୂର ହୋଇ ଅନ୍ତଃକରଣ ଶୁଦ୍ଧ ହୋଇଯାଏ। କେବଳ ସେତିକି ନୁହେଁ, ହୃଦୟରେ ଶୁଦ୍ଧ ଆଚରଣ, ନିଷ୍ଠା ଓ ପବିତ୍ରତା ଆସେ। ମାନସିକ ଶାନ୍ତି ବି ମିଳେ। ତା’ସହିତ ଆଚରଣରେ ସଂଯମତା ଆସେ, ହୃଦୟରେ ସମର୍ପଣଭାବ ବି ଆସେ ଏବଂ ମନ ସରଳ ଓ ସାତ୍ତ୍ୱିକ ହେବା ସହ ମନୋସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ତେଣୁ ଆଧୁନିକତାର ବଶବର୍ତ୍ତୀ ହୋଇ ନମସ୍କାର କରିବାର ସଂସ୍କାରକୁ କେବେ ବି ଭୁଲିବା ଉଚିତ ନୁହେଁ କି ଏହାର ଅବମାନନା କରିବା ବି ଠିକ୍‌ ନୁହେଁ। କାରଣ ନମସ୍କାର ମଣିଷକୁ ଜୀବନ ପଥରେ ସଠିକ୍‌ ମାର୍ଗ ଦେଖାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଷ୍ଠ ପ୍ରଜାତି ସୃଷ୍ଟି ଲାଗି ଏକସଙ୍ଗେ ୨୦ ମହିଳାଙ୍କୁ ଗର୍ଭବତୀ କରିବାକୁ ଚାହୁଁଥିଲେ ଏପ୍‌ଷ୍ଟିନ୍‌

ନ୍ୟୁୟର୍କ,୯ା୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ଧନୀ ଅର୍ଥ ଲଗାଣକାରୀ ଜେଫ୍ରି ଏପ୍‌ଷ୍ଟିନ୍‌ ଜେନେଟିକ୍‌ ଇଞ୍ଜିନିୟରିଂ ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ବ୍ୟବହାର କରି ମାନବ ଜାତିର…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ…

୬ ବର୍ଷୀୟା ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ପାଟନା,୯ା୨: ବିହାର ଦରଭଙ୍ଗା ସହରର ୟୁନିଭର୍ସିଟି ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ବାଳିକାଙ୍କୁ ରବିବାର ବଳାତ୍କାର ପରେ ହତ୍ୟା କରାଯାଇଛି। ସୂତ୍ର ଅନୁଯାୟୀ, ବାଳିକା ଜଣକ…

ଦୁଃଖ ଖୋଜୁଥିବା ମଣିଷ

କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ…

ଉଠିବା ଦରକାର, ଉଡ଼ିବା ପଛକଥା

ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ।…

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri