Posted inଫୁରସତ

ଥରେ ନୁହେଁ ଚାରି ଥର ପଡ଼ିଥିଲେ ପ୍ରେମରେ, ହେଲେ ଆଜି ବି ଅବିବାହିତ ରତନ ଟାଟା; କାରଣ ଜାଣିଲେ…

ଟାଟା ଗ୍ରୁପର ପୂର୍ବ ଅଧ୍ୟକ୍ଷ ରତନ ଟାଟା ବିବାହ କରିନାହାନ୍ତି। ହେଲେ ତାଙ୍କ ଜୀବନରେ କୌଣସି ଯୁବତୀ ଆସି ନାହାନ୍ତି ତାହା ଭାବିବା ଭୁଲ। ଥରେ କିମ୍ବା ଦୁଇଥର ନୁହେଁ ବରଂ ଚାରିଥର ସେ ପ୍ରେମରେ ପଡ଼ିଥିଲେ। ହେଲେ ସମୟ ଖରାପ ଥିବା ଯୋଗୁ ସମ୍ପର୍କ ଆଗକୁ ବଢ଼ିପାରି ନ ଥିଲା। ଏହାପରେ ସେ ଆଉ ବିବାହ କରିବେ ନାହିଁ ବୋଲି ନିଶ୍ଚିତ କରିଥିଲେ। ଆଜି ସେ ନିଜର ୮୩ତମ ଜନ୍ମଦିନ ପାଳନ କରୁଥିବା ବେଳେ ଆସନ୍ତୁ ଜାଣିବା ତାଙ୍କ ପ୍ରେମ ଜୀବନ ସହ ଜଡ଼ିତ କିଛି କଥା।

୧୯୩୭ ଡିସେମ୍ବର ୨୮ରେ ସୁରଟରେ ରତନ ଟାଟାଙ୍କ ଜନ୍ମ। ବ୍ୟବସାୟଜଗତରେ ସେ ନିଜର ସ୍ବତନ୍ତ୍ର ନାମ କରିଥିଲେ ହେଁ ପ୍ରେମରେ ସେ ବିଫଳ। ଏକ ସାକ୍ଷାତକାରରେ ପ୍ରେମଜୀବନକୁ ନେଇ ସେ ଅନେକ ଖୁଲାସା କରିଥିଲେ। ପ୍ରେମ କରିଥିଲେ ହେଁ ଏହାକୁ ବିବାହର ରୂପ ଦେଇପାରି ନ ଥିବାକୁ ନେଇ ସେ ଦୁଃଖ ପ୍ରକାଶ କରିଥିଲେ। ଚାରି ଥର ବିବାହ କରିବାକୁ ନିଷ୍ପତ୍ତି ନେଇଛି। ହେଲେ ସବୁଥର କିଛି ନା କିଛି ଡ଼ର ଯୋଗୁ ଆଗକୁ ବଢ଼ିପାରି ନାହିଁ।

ଯେତେବେଳେ ଆମେରିକାରେ କାମ କରୁଥିଲି, ସେତେବେଳେ ବିବାହ କରିବାକୁ ଚାହୁଁଥିଲି। ହେଲେ ଭାରତ ଫେରି ଆସିବା ଯୋଗୁ ବିବାହ କରିପାରିପାରି ନ ଥିଲି। କାରଣ ପ୍ରେମିକା ଭାରତ ଆସିବାକୁ ଚାହୁଁ ନ ଥିଲେ। ସେତେବେଳେ ଭାରତ-ଚାଇନା ମଧ୍ୟରେ ଯୁଦ୍ଧ ହେଉଥିଲା। ଏଣୁ ପ୍ରେମିକାଜଣଙ୍କ ଆମେରିକାରେ ଜଣଙ୍କୁ ବିବାହ କରିନେଇଥିଲେ। ଏବେ ମନେହୁଏ ଯଦି ବିବାହ କରିଥାନ୍ତି ତେବେ ଏତେ ଆଗକୁ ବଢ଼ିପାରି ନ ଥାନ୍ତି। ଆଜିର ଏହି ସ୍ଥିତି ନ ଥାନ୍ତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri