ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ‘ୟାସ୍‌’

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ସୋମବାର ସକାଳ ସୁଦ୍ଧା ବାତ୍ୟା ‘ୟାସ’ରେ ପରିଣତ ହେବ। ପ୍ରାରମ୍ଭିକ ଆକଳନ ଅନୁଯାୟୀ ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କି.ମି. ପରହିବ। ବେଳେ ବେଳେ ଏହା ୧୮୫ କିମି ପର୍ଯ୍ୟନ୍ତ ଯାଇପାରେ। ତେବେ ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ୨୫ରୁ ପବନର ବେଗ ବଢ଼ିବ। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri