କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକାଣୀ ହେଉଛନ୍ତି ଏହି ସୁନ୍ଦରୀ ଅଭିନେତ୍ରୀ, ଦାମୀ ଗାଡ଼ି ଚଢ଼ିବାକୁ କରନ୍ତି ପସନ୍ଦ; ଘରେ…

ବମ୍ବେ: ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ହେଲେ ରଶ୍ମିକା ମନ୍ଦାନା। କେବଳ ବଡ଼ ପରଦା ନୁହେଁ ସୋସିଆଲ ମିଡିଆରେ ମଧ୍ୟ ଅଭିନେତ୍ରୀଙ୍କ ପାଇଁ ପାଗଳପ୍ରାୟ ପ୍ରଶଂସକ। ଏବେ ସେ ବଲିଉଡ୍‌ରେ ନିଜର ଡେବ୍ୟୁ କରିବାକୁ ଯାଉଛନ୍ତି। ସିଦ୍ଧାର୍ଥ ମଲହୋତ୍ରାଙ୍କ ଫିଲ୍ମ ‘ମିଶନ ମଜନୁ’ରେ ସେ ନଜର ଆସିବେ।

ନିଜର ଦମ୍‌ଦାର ଅଭିନୟ ଶୈଳୀକୁ ନେଇ ରଶ୍ମିକାଙ୍କୁ ଫିଲ୍ମରେ ନେବାକୁ ଚାହିଁଥାନ୍ତି ନିର୍ମାତା। ଏଥିପାଇଁ ମୋଟା ଅଙ୍କର ପାଉଣା ନେଇଥାନ୍ତି ସେ। ରଶ୍ମିକା ବର୍ଷକୁ ପାଞ୍ଚ କୋଟି ଟଙ୍କା ରୋଜଗାର କରନ୍ତି। ଏହାଛଡ଼ା ତାଙ୍କର ମୋଟ ଆୟ ୩୫ କୋଟି ବୋଲି କୁହାଯାଏ।

କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକାଣି ମନ୍ଦାନାଙ୍କୁ କାର୍‌ ବହୁତ ପସନ୍ଦ। ଏଥିପାଇଁ ସେ ନିଜ ଘରେ ଭଳିକି ଭଳି ବ୍ରାଣ୍ଡର କାର୍‌କୁ ସଜାଇ ରଖିଛନ୍ତି। ୩୦ ଲକ୍ଷ ଟଙ୍କାର ମର୍ସଡିଜ୍‌,୬୦ ଲକ୍ଷ ଟଙ୍କାର ଅଡି କ୍ୟୁ୩, ୨୦ ଲକ୍ଷ ଟଙ୍କାର ଟୟୋଟା ଇନୋଭା, ୨୫ ଲକ୍ଷ ଟଙ୍କାର ହୁଣ୍ଡାଇ କ୍ରେଟା ତାଙ୍କ ପାଖରେ ରହିଛି।

୨୦୧୬ରେ କନ୍ନଡ ଫିଲ୍ମ ଜରିଆରେ ଅଭିନୟରେ ପାଦ ରଖିଥିଲେ ରଶ୍ମିକା। ପରେ ୨୦୧୮ରେ ସେ ଫିଲ୍ମ ‘ଚଲୋ’ ଜରିଆରେ ତେଲୁଗୁରେ ଡେବ୍ୟୁ କରିଥିଲେ। ପରେ ସେ ଫିଲ୍ମ ‘ଡିଅର କୋମ୍ରେଡ୍‌’ରେ ଅଭିନେତା ବିଜୟ ଦେବରାକୋଣ୍ଡାଙ୍କ ସହ ରୋମାନ୍ସ କରି ଚର୍ଚ୍ଚାକୁ ଆସିଥିଲେ। ଉଭୟଙ୍କ ଯୋଡ଼ି ଦର୍ଶକଙ୍କୁ ପସନ୍ଦ ଆସିଥିଲା। ଏଣୁ ଫିଲ୍ମଟି ବକ୍ସ ଅଫିସରେ ହିଟ୍‌ ସାବ୍ୟସ୍ତ ହୋଇଥିଲା। ଏହାଛଡ଼ା ରଶ୍ମିକା ଅଭିନୀତ ‘ଗୀତା ଗୋବିନ୍ଦମ’ ତେଲୁଗୁ ସିନେମା ଇତିହାସରେ ସବୁଠାରୁ ଅଧିକ ରୋଜଗାର କରିଥିବା ଫିଲ୍ମ ସାବ୍ୟସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri