କରଜ ମୁକ୍ତ ଜୀବନ ପାଇଁ ଜାଣନ୍ତୁ କିଛି ଜ୍ୟୋତିଷଶାସ୍ତ୍ର ନିୟମ…

ଅସୁବିଧାରେ ପଡିଲେ, ମଣିଷ କରଜ କରିବାକୁ ବାଧ୍ୟ ହୁଏ। କରଜକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳେ ନଚେତ୍‌ ତାହା ବୋଝ ଭଳି ଲାଗିଥାଏ। କିନ୍ତୁ ବିଶ୍ୱାସ ରହିଛି ଏମିତି କିଛି କାର୍ଯ୍ୟ ଅଛି ଯାହାକୁ କଲେ କରଜରୁ ଶୀଘ୍ର ମୁକ୍ତି ପାଇବାର ବାଟ ଖୋଲିଯାଇଥାଏ…

* ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ପକ୍ଷୀମାନଙ୍କୁ ଖାଇବାକୁ ଦେଲେ ଜୀବନରେ ଏମିତି କିଛି ସୁଖ ମିଳେ, ଯାହାକୁ କେବେ ବି କେହି କଳ୍ପନା କରି ନଥିବେ। ପ୍ରତିଦିନ ହେଉ ଅବା ମଙ୍ଗଳବାର ଓ ଶନିବାର ଦିନ ପକ୍ଷୀଙ୍କୁ ଖାଇବାକୁ ଦେବା ସର୍ବୋତ୍ତମ ହୋଇଥାଏ। ୨/୩ ଦିନ ଭିତରେ ଏହାର ସୁପ୍ରଭାବ ଜଣା ପଡିଯାଏ।

* ପ୍ରତି ମଙ୍ଗଳବାର ମାଙ୍କଡ଼କୁ ମିଠା, କଦଳୀ ଅବା ବୁଟ ଖାଇବାକୁ ଦେଲେ ପ୍ରଭୂ ହନୁମାନ ପ୍ରସନ୍ନ ହୋଇଥାନ୍ତି। ଆଉ ତାଙ୍କରି ଆର୍ଶୀବାଦରୁ ଶୀଘ୍ର କରଜ ସୁଝିବାର ବାଟ ଖୋଲିଯାଏ ବୋଲି ବିଶ୍ୱାସ ରହିଛି।

* କୁକୁରକୁ ମିଠା ବିସ୍କୁଟ୍‌ ଖାଇବାକୁ ଦେଲେ ବି କରଜରୁ ମୁକ୍ତି ପାଇବାର ବାଟ ଖୋଲିବା ସହ ଘରୁ ନକରାତ୍ମକ ଊର୍ଜ୍ଜା ଦୂର ହୋଇ ଶାନ୍ତି ବଜାୟ ରହିଥାଏ ବୋଲି ଜ୍ୟୋର୍ତିବିଦ୍‌ମାନେ ମତ ଦେଇଥାନ୍ତି।

* ଗାଈଙ୍କୁ ଆମେ ଗୋମାତା ଭାବେ ପୂଜା କରିଥାଉ। ତେଣୁ ଘରେ ପ୍ରସ୍ତୁତ ହେଉଥିବା ଯେ କୌଣସି ସାକାହାରୀ ଖାଦ୍ୟକୁ ପ୍ରଥମେ ଗାଈଙ୍କୁ ଖାଇବାକୁ ଦେଲେ ବି ଘରେ ଶାନ୍ତି ବଜାୟ ରହିବା ସହ ଶୀଘ୍ର କରଜ ମୁକ୍ତ ହେବା ପାଇଁ ବି ଉପାୟ ମିଳିଥାଏ ବୋଲି ବିଶ୍ୱାସ ରହିଛି।

* ମନରେ ଦୟା ଭାବ ଓ ମୁହଁରେ ସବୁବେଳେ ମିଠା କଥା କହୁଥିଲେ ବି କେବଳ ମାନସିକ ସ୍ତରରେ ଶାନ୍ତି ମିଳେନାହିଁ ଶରୀର ପାଇଁ ମଧ୍ୟ ଏହା ଉପକାରୀ ହୋଇଥାଏ। ତା’ସହିତ କରଜ ଥିଲେ ତାହାକୁ କିପରି ଶୀଘ୍ର ସୁଝିହେବ ସେଥିପାଇଁ ବି ଉପାୟ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri