କୁଆଁରୀ ଝିଅ ସ୍ବପ୍ନ ଦେଖିଲେ…

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ସ୍ବପ୍ନରେ ଦେଖୁଥିବା ଘଟଣା ବ୍ୟକ୍ତିର ଜୀବନ ସହ ଗଭୀର ସଂଯୋଗ ରହିଥାଏ। ନିଦରେ ଦେଖାଯାଉଥିବା ଘଟଣାଗୁଡିକ ଭବିଷ୍ୟତ ଜୀବନ ବିଷୟରେ ସଚେତନ କରିଥାଏ। ଯଦିଓ ଅଧିକାଂଶ ଲୋକ ଏହାକୁ କେବଳ ମାତ୍ର ସ୍ବପ୍ନ ବୋଲି ଭାବି ଭୁଲିଯାଆନ୍ତି। ତେବେ ଏମିତି ବି ବହୁତ ଲୋକ ଅଛନ୍ତି, ଯେଉଁମାନେ ସ୍ବପ୍ନରେ ଦେଖୁଥିବା ଘଟଣାଗୁଡିକୁ ଗମ୍ଭୀରତା ସହ ନେଇଥାନ୍ତି। ମାତ୍ର ଝିଅମାନଙ୍କ ସହ ଜଡିତ କିଛି ସ୍ବପ୍ନ ବିଷୟରେ ଜାଣିବା।
୧. ସ୍ବପ୍ନରେ ଝିଅମାନେ ଅଳଙ୍କାର ପାଇବା ଦେଖିଲେ ବ୍ୟବସାୟରେ ଲାଭ ହେବାର ସମ୍ଭାବନା ରହିଛି।
୨. ଯଦି ସ୍ବପ୍ନରେ ମହିଳା ନିଜକୁ ଏକରୁ ଅଧିକ ଅଳଙ୍କାର ପିନ୍ଧିଥିବାର ଦେଖନ୍ତି ତେବେ ସ୍ବାମୀ ଅଗ୍ରଗତି କରିବେ।
୩. କୁଆଁରୀ ଝିଅମାନେ ନିଜକୁ ଅଳଙ୍କାର ପିନ୍ଧିଥିବାର ଦେଖିବାର ଅର୍ଥ ହେଉଛି ତାଙ୍କର ବିବାହ ଜଣେ ଧନୀ ଘରର ପୁଅ ସହ ହେବାକୁ ଯାଉଛି।
୪. ନିଜକୁ ଏକାକୀ କେଉଁଠାରେ ବସିଥିବା ଦେଖିବାର ମାନେ ନିଜ ମନ ପସନ୍ଦର ପୁଅ ସହ ବିବାହ।
୫. କୌଣସି ଝିଅ ନିଜ ପ୍ରେମକୁ ଅନ୍ୟ ଜଣେ ଝିଅ ସହ ଦେଖିବାର ଅର୍ଥ ହେଉଛି ତାଙ୍କ ସହ ବିଶ୍ୱାସଘାତକତା।
୬. କୌଣସି ସ୍ତ୍ରୀ ସ୍ବପ୍ନରେ ନିଜକୁ ଅନ୍ୟ ପୁରୁଷ ସହ ଦେଖିବାର ଅର୍ଥ ହେଉଛି ତାର ବଦନାମ ଦେବାକୁ ଯାଉଛି।
୭. ସ୍ବପ୍ନରେ ଜଣେ ଯୁବତୀଙ୍କୁ ଦେଖିବାର ଅର୍ଥ ହେଉଊଛି ଶୀଘ୍ର ଜୀବନରେ ସୁଖ ଏବଂ ଧନପ୍ରାପ୍ତ।
୮. କୌଣସି ସ୍ତ୍ରୀଙ୍କ ସହ କଥା ହେଉଥିବାର ସ୍ବପ୍ନ ଦେଖିବାର ଅର୍ଥ ହେଉଛି ସମାଜରେ ସମ୍ମାନ ପ୍ରାପ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri