ସିନେମା ପାଇଁ ଘର ବନ୍ଧା ପକାଇଥିଲେ ନିର୍ଦ୍ଦେଶକ!

ଫିଲ୍ମ‘ ଦ କଶ୍ମୀର ଫାଇଲ୍ସ’ ଏବେ ସମସ୍ତ ବକ୍ସ ଅଫିସରେ ରେକର୍ଡ ଭାଙ୍ଗିଛି। ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମଟି ମାର୍ଚ୍ଚ ୧୧ରେ ରିଲିଜ୍‌ ହୋଇଥିଲା। ଯାହାକୁ ଦେଖିବାକୁ ଦର୍ଶକଙ୍କ ଭିଡ ଦେଖିବାକୁ ମିଳୁଛି। ଏହି ଫିଲ୍ମ ମୁକ୍ତିଲାଭ କରିବାର ମାତ୍ର କିଛି ଦିନ ଭିତରେ ୨୦୦ କୋଟି ଟଙ୍କାରୁ ଅଧିକ ରୋଜଗାର କରିଛି। କିନ୍ତୁ ଏହି ସଫଳତା ପାଇବା ତାଙ୍କ ପାଇଁ ଏତେ ସହଜ ନଥିଲା। ଏହି ସିନେମାର ନିର୍ମାଣ ସମୟରେ ଓ ପରେ ବିବେକଙ୍କୁ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ିଛି। ଏହାରି ମଧ୍ୟରେ ନିର୍ଦ୍ଦେଶକ ଖୁଲାସା କରିଛନ୍ତି ଯେ, ସାରା ଦୁନିଆର ଲୋକ ଏହି ଫିଲ୍ମକୁ ଧୌଯ୍ୟର ସହ ଦେଖିଛନ୍ତି। ୩ ଘଣ୍ଟା ୫୦ ମିନିଟ କୌଣସି ମଜା କରିବାର କଥା ନୁହେଁ। ସାରା ଦୁନିଆରେ ଥିବା କଶ୍ମୀର ପଣ୍ଡିତ ଲୋକମାନଙ୍କ ପାଖରେ ପହଞ୍ଚି ପାରିଛନ୍ତି । ଏହି ଫିଲ୍ମକୁ ତିଆରି କରିବା ପାଇଁ ପଇସା ଖର୍ଚ୍ଚ କରିଛି। ଘରକୁ ବନ୍ଧା ପକାଇଛି । ସିନେମା ପାଇଁ ବିଭିନ୍ନ ଜାଗାକୁ ଯାଇ ଗବେଷଣା କରିଛି। ଏହି ସବୁ ଖର୍ଚ୍ଚ ପରେ ମୋତେ ଜଣା ନଥିଲା କଣ ପାଇବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଭଉଣୀଙ୍କୁ ବିବାହରେ ନିମନ୍ତ୍ରଣ କରିନାହାନ୍ତି କାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କାଟ୍ରିନା କୈଫ୍‌ ଏବଂ ଭିକି କୌଶଲଙ୍କ ବିବାହ ଚଳିତମାସ ୯ ତାରିଖରେ ରାଜସ୍ଥାନରେ ହେବ ବୋଲି କୁହାଯାଉଛି। ବିବାହର ସମସ୍ତ ପ୍ରସ୍ତୁତି ସରିବା...

ଅଭିନେତ୍ରୀଙ୍କ ହାତରୁ ଫୋନ ଛଡ଼ାଇନେଲେ ଲୁଟେରା

ମୁମ୍ବାଇ,୩୦।୧୧: କବିର ସିଂ ଓ ବିଗ୍‌ ବୁଲ ଭଳି ହିଟ୍‌ ବଲିଉଡ୍‌ ଫିଲ୍ମରେ ନଜର ଆସିଥିବା ନିକିତା ଦତ୍ତଙ୍କ ହାତରୁ ରବିବାର ଫୋନ ଛଡ଼ାଇ ନେଇଛନ୍ତି...

ପ୍ରସିଦ୍ଧ ଫିଲ୍ମ ନିର୍ମାତା ନିତିନ ମନମୋହନଙ୍କ ପରଲୋକ

ବଲିଉଡର ପ୍ରସିଦ୍ଧ ନିର୍ମାତା ନିତିନ ମନମୋହନଙ୍କର ପରଲୋକ ଘଟିଛି। ଡିସେମ୍ବର ୩ ହୃଦଘାତରେ ହେବା ପରେ ନିତିନଙ୍କୁ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ...

ଶାହାରୁଖଙ୍କ ଷ୍ଟାଇଲ ସିକ୍ରେଟ୍‌ ଖୋଲିଲେ ଗୌରୀ

ମୁମ୍ବାଇ: ବଲିଉଡ୍‌ କିଙ୍ଗ ଖାନ୍‌ ଶାହାରୁଖ ଖାଁଙ୍କ ଷ୍ଟାଇଲିସ୍‌ ଲୁକ୍‌ ସମସ୍ତଙ୍କୁ ଦିଓ୍ବାନା କରେ। ନିକଟରେ ତାଙ୍କର ଏହି ଷ୍ଟାଇଲର ରାଜ ଖୋଲିଛନ୍ତି ତାଙ୍କ ପତ୍ନୀ...

କାନ୍ଦିଲେ ସଲମାନ

ମୁମ୍ବାଇ: ସଲମାନ ଖାନ୍‌ଙ୍କ ଲୋକପ୍ରିୟ ଶୋ’ ବିଗ୍‌ ବସ୍‌ -୧୫ କିଛି ସମୟ ପରେ ଆରମ୍ଭ ହେବ। ଏକ ଲମ୍ବା ଯାତ୍ରାର ଶେଷରେ ଏହି ଶୋ’...

‘ବିଗ୍‌ ବସ୍‌-୧୩’ରେ ହୋଷ୍ଟ ପାଇଁ ସଲମାନ୍‌ ନେବେ ୪୦୩ କୋଟି

ଛୋଟ ପରଦାର ଚର୍ଚ୍ଚିତ ରିଆଲିଟି ଶୋ’ ‘ବିଗ୍‌ ବସ୍‌’ ସିଜିନ୍‌ ୧୩କୁ ନେଇ ବିଗତ କିଛି ଦିନ ହେବ ଭିନ୍ନ ଭିନ୍ନ ଖବର ଶୁଣିବାକୁ ମିଳୁଛି।...

ୟୁକ୍ରେନ ରାଷ୍ଟ୍ରପତି ଭବନରେ ହୋଇଥିଲା ‘ନାଟୁ-ନାଟୁ’ର ଶୁଟିଂ

ମୁମ୍ବାଇ: ସାଉଥ ସିନେମାର ବ୍ଲକବୁଷ୍ଟର ମୁଭି ଆରଆରଆରର ସୁପରହିଟ ଗୀତ ନାଟୁ ନାଟୁ ଏବେ ଇତିହାସ ରଚିଛି । ଓସ୍କାର ଆୱାର୍ଡସ ୨୦୨୩ରେ ଆରଆରଆରର ନାଟୁ...

ମୋଦି-କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଲେ ଟିଭି ଅଭିନେତ୍ରୀ ଦୀପିକା ସିଂ

ମୁମ୍ବାଇ, ୧୩।୬: ଟିଭି ଅଭିନେତ୍ରୀ ଦୀପିକା ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କ ମା’ଙ୍କର ନମୁନା...

Advertisement
Archives

Model This Week