ପିସିସି ସଭାପତି ହେବାପରେ ଜାଣନ୍ତୁ କ’ଣ କହିଲେ ଭକ୍ତ ଚରଣ ଦାସ

ଭୁବନେଶ୍ୱର,୧୧।୨: ବହୁ ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଛି। ତେବେ ପିସିସି ସଭାପତି ହେବା ପରେଭକ୍ତ ଚରଣ ଦାସ ଗଣମାଧ୍ୟମ ଆଗରେ ସମସ୍ତ ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତରୁଣ, ବରିଷ୍ଠ ସମସ୍ତଙ୍କୁ ନେଇ କାମ କରିବି। କଂଗ୍ରେସକୁ ଆନ୍ଦୋଳନ ଜରିଆରେ ଘରେ ଘରେ ପହଞ୍ଚାଇବୁ।

ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନରେ ରାଜ୍ୟରେ ଦଳର ଶୋଚନୀୟ ପରାଜୟ ପରେ ପୂର୍ବତନ ସଭାପତି ଶରତ ନାୟକ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଏହି ପଦବୀ ଖାଲି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୯ରୁ ପୁଣି ବଢ଼ିବ ଖରା

ଭୁବନେଶ୍ୱର,୨୫।୩: ୨୯ରୁ ପୁଣି ବଢ଼ିବ ଖରା। ରାଜ୍ୟରେ ପୁଣି ଫେରିବ ହିଟ୍‌ୱେଭ। ୨୯ରୁ ପୁଣି କଲବଲ କରିବ ଗ୍ରୀଷ୍ମ ଲହରୀ। ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ...

ବିଧାନସଭାରୁ ନିଲମ୍ବିତ ହେଲେ ସୋଫିଆ ଫିର୍ଦ୍ଦୋସ, ଆହୁରି ୧୨ କଂଗ୍ରେସ ବିଧାୟକ…

ଭୁବନେଶ୍ୱର,୨୫।୩:ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ...

ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା, ଅରୁଣ କହିଦେଲେ ଏଇ ପଦିଏ କଥା…

ଭୁବନେଶ୍ୱର,୨୫।୩: ପୂର୍ବ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ  ଦିଲ୍ଲୀ ଗସ୍ତକୁ ନେଇ ଅରୁଣ ସାହୁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି।  ଏହା ସଂପୂର୍ଣ୍ଣ ବ୍ୟକ୍ତିଗତ...

ମିଳିଗଲେ କି ନବୀନଙ୍କ ଉତ୍ତରାଧିକାରୀ? ଜଣାପଡିଲା ଦିଲ୍ଲୀ କାହିଁକି ଯାଇଥିଲେ…

ଭୁବନେଶ୍ୱର,୨୫।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ସେ କାହିଁକି ଦିଲ୍ଲୀ ଯାଇଥିଲେ ଏନେଇ କିଛି ସ୍ପଷ୍ଟ...

‘ଛି ଛି ଛିରେ ମୋହନ ସରକାର ଛି’ ବିଧାନସଭାରେ ଏ କ’ଣ କହିଦେଲେ ତାରା

ଭୁବନେଶ୍ୱର,୨୫।୩: ନିକଟରେ ନିଲମ୍ବନ ପ୍ରତ୍ୟାହାର ଉଠିବା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାକୁ ଫେରିଛନ୍ତି। ଫେରିବା ପ୍ରଥମ ଦିନରୁ ହିଁ କଂଗ୍ରେସ ବିଧାୟକମାନେ...

ଏପ୍ରିଲରେ ଲାଲ ଚନ୍ଦନ କାଠର ବିଶ୍ୱସ୍ତରୀୟ ଇ-ନିଲାମ କରିବ ଓଡିଶା

ଭୁବନେଶ୍ୱର,୨୫ା୩: ଓଡିଶା ସରକାର ୯ ଏପ୍ରିଲରେ ଲାଲ ଚନ୍ଦନ କାଠର ବିଶ୍ୱସ୍ତରୀୟ ଇ-ନିଲାମର ଚତୁର୍ଥ ପର୍ଯ୍ୟାୟ କରିବାକୁ ଯାଉଛନ୍ତି। ଏହି ନିଲାମ ଇ-ଟେଣ୍ଡରିଂ ପ୍ରକ୍ରିୟା ମାଧ୍ୟମରେ...

ହସ୍ପିଟାଲରୁ ଚମ୍ପଟ ମାରିଲେ କଏଦୀ

ଢେଙ୍କାନାଳ,୨୫।୩: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମଙ୍ଗଳବାର ଚିକିତ୍ସା ପାଇଁ ଆସିଥିବା ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛନ୍ତି। ମିଳିଥିବା ସୂଚନା ମୁତାବକ, ଚିକିତ୍ସା ପାଇଁ...

ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରୀ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଟିଟିଲାଗଡ଼,୨୫।୩(ଶରତ କୁମାର ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ପଞ୍ଚାୟତ ଅଧୀନରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେମଙ୍ଗଳବାର ଏକ ଅଘଟଣ ଘଟିଛି। ମଧ୍ୟାହ୍ନ ଭୋଜନ ଖାଇ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri