Posted inଜାତୀୟ

ରାହୁଲଙ୍କୁ ତାଗିଦ କଲେ ବାଚସ୍ପତି, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୨।୭: ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ବାଚସ୍ପତି ଓମ୍‌ ବିର୍ଲା ତାଗିଦ କରିଛନ୍ତି। ଲୋକ ସଭାରେ ବିରୋଧୀଙ୍କୁ ଗୃହର ମଧ୍ୟଭାଗକୁ ଆସିବାକୁ ଉସୁକାଇବା ନେଇ ରାହୁଲଙ୍କୁ ତାଗିଦ କରିବା ସହ ଏହା ବିରୋଧୀ ଦଳ ନେତାଙ୍କ ମର୍ଯ୍ୟାଦାକୁ ଶୋଭା ଦେଉନି ବୋଲି ବାଚସ୍ପତି କହିଛନ୍ତି।

ଅନ୍ୟପଟେ, ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଅବସରରେ ପ୍ରଧାନମନ୍ତ୍ରୀ ବକ୍ତବ୍ୟ ରଖିଛନ୍ତି। ଏଥିସହ ପ୍ରଥମ ଥର ସାଂସଦ ହୋଇ ଆସିଥିବା ସଦସ୍ୟଙ୍କୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ ବେଳେ ବିରୋଧୀଙ୍କ ପ୍ରବଳ ହୋହଲ୍ଲା ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri