ନିଜ ନିର୍ବାଚନ ମଣ୍ଡଳୀରେ କେବେ ହେବ ଭୋଟ୍‌, ଜାଣି ରଖନ୍ତୁ…

ଭୁବନେଶ୍ୱର,୧୬ା୩: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍‌ମିଟ୍‌ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩, ୨୦, ୨୫ ଏବଂ ଜୁନ୍‌ ୧ରେ ଆମ ରାଜ୍ୟରେ ନିର୍ବାଚନ ହେବ। ଜୁନ୍‌ ୪ ମଙ୍ଗଳବାର ଭୋଟ୍‌ ଗଣତି ହେବ। ତେବେ ନିଜ ନିଜ ନିର୍ବାଚନ ମଣ୍ଡଳୀରେ କେବେ ଭୋଟ୍‌ ହେବ ସେହି ତାରିଖ ସମ୍ପର୍କରେ ଜାଣି ରଖନ୍ତୁ…

ମେ’ ୧୩ରେ ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି ଗୁଣପୁର, ବିଷମକଟକ,ରାୟଗଡ଼ା, ଲକ୍ଷ୍ମୀପୁର,କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ, ମାଲକାନଗିରି, ଚିତ୍ରକୋଣ୍ଡାରେ ନିର୍ବାଚନ ଅନୁଷ୍ଠିତ ହେବ।

ମେ’ ୨୦ରେ ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର,ସୋନପୁର,ଲୋଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ଼, କଣ୍ଟାବାଞ୍ଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲ୍ଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଞ୍ଜିଳିରେ ହେବ ନିର୍ବାଚନ।

ମେ’ ୨୫ରେ କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୋଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, ଚୌଦ୍ୱାର କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼ରେ ନିର୍ବାଚନ ଅନୁଷ୍ଠିତ ହେବ।

ଜୁନ୍‌ ୧ରେ ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହିବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର କୋରେଇ, ସୁକିନ୍ଦା, ନିଆଳୀ, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା, ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ାରେ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri