ଜାଣନ୍ତୁ କେଉଁଠୁ ପାଇବେ ‘ସୁଭଦ୍ରା’ ଫର୍ମ

ଭୁବନେଶ୍ୱର,୨୭।୮(ବନ୍ଦନା ସେଠୀ): ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ‘ସୁଭଦ୍ରା’ ଯୋଜନାର ଗାଇଡ୍‌ଲାଇନ ଜାରି କରାଯାଇଛି। ଏଥିସହ ବିଭାଗର ପ୍ରମୁଖ ସଚିବ ଶୁଭା ଶର୍ମା ସମସ୍ତ ଜିଲାପାଳ ଏବଂ ମ୍ୟୁନିସିପାଲ କମିଶନରଙ୍କୁ ଚିଠି କରିଛନ୍ତି। ସୁଭଦ୍ରା ଯୋଜନାର ଲାଭ ଯେପରି ରାଜ୍ୟର ସମସ୍ତ ଯୋଗ୍ୟ ମହିଳା ଉଠାଇପାରିବେ ସେ ନେଇ ପର୍ଯ୍ୟାପ୍ତ ସଂଖ୍ୟକ ଫର୍ମ ମୁଦ୍ରଣ କରିବା ଉପରେ ଚିଠିରେ ଗୁରୁତ୍ୱାରୋପ କରାଯାଇଛି। ଏହି ଫର୍ମ ଜିଲା ଓ ନିଗମ ମାଇକ୍ରୋ ଯୋଜନା ଅନୁଯାୟୀ ଏକାଧିକ ସ୍ଥାନରେ ବଣ୍ଟନ କରାଯିବ। ଚିଠିରେ ଫର୍ମ ପାଇଁ ଅନୁମୋଦିତ ହୋଇଥିବା ଡିଜାଇନ ସଂଲଗ୍ନ କରାଯାଇଛି। ଫର୍ମଟି ସମ୍ପୂର୍ଣ୍ଣ ଓଡ଼ିଆରେ ହେବା ସହ ଏହାର ପ୍ରିଣ୍ଟିଂ (ଆଗ, ପଛ) ମଲ୍ଟିକଲର ହେବ। ସେହିଭଳି କାଗଜର ଆକାର ୮.୩ ଇଞ୍ଚ X ୧୧.୭ ଇଞ୍ଚ, କାଗଜର ରଙ୍ଗ ଧଳା ମ୍ୟାପ୍ଲିଥୋ T ଏହାର ଘନତା ୯୦ଗ୍ରାମ ହେବା ଆବଶ୍ୟକ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri