କେଉଁ ଦିଗକୁ ମୁହଁ କରି ଖାଇବେ

ବାସ୍ତୁ ଶାସ୍ତ୍ରରେ ଭୋଜନ କରିବା ଲାଗି ଦିଗ ନିର୍ଦ୍ଧାରଣ ହୋଇଛି। ସେହି ଦିଗରେ ଭୋଜନ କଲେ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ଭଲ ରହେ। ଆଉ ଭୁଲ ଦିଗରେ ଭୋଜନ କଲେ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ଅନେକ ସମସ୍ୟା ସୃଷ୍ଟି ହୋଇପାରେ…

ପୂର୍ବ ଦିଗ- ପୂର୍ବ ଦିଗକୁ ମୁହଁ କରି ଭୋଜନ କଲେ ରୋଗ ଓ ମାନସିକ ଚାପ ଦୂର ହୁଏ। ମସ୍ତିଷ୍କକୁ ସ୍ଫୁର୍ତ୍ତି ମିଳିଥାଏ। ଖାଦ୍ୟ ଭଲଭାବେ ହଜମ ହୁଏ। ତେଣୁ ସ୍ବାସ୍ଥ୍ୟ ଠିକ୍‌ ରହେ। ବୟସ୍କ ଓ ଅସୁସ୍ଥ ରହୁଥିବା ବ୍ୟକ୍ତି ଏହି ଦିଗକୁ ମୁହଁ କରି ଖାଇବା ଭଲ।

ଉତ୍ତର ଦିଗ-ଯେଉଁମାନେ ଧନ, ବିଦ୍ୟା ଓ ଆଧ୍ୟାତ୍ମିକ ଶକ୍ତି ପ୍ରାପ୍ତ କରିବାକୁ ଚାହାନ୍ତି ସେମାନେ ଉତ୍ତର ଦିଗକୁ ମୁହଁ କରି ଭୋଜନ କରିବା ଭଲ। କ୍ୟାରିୟର ସଚେତନ ଯୁବପିଢି ଓ ବିଦ୍ୟାର୍ଥୀ ମଧ୍ୟ ଏହି ଦିଗକୁ ମୁହଁ କରି ଭୋଜନ କରିବା ଲାଭଦାୟକ ହୋଇପାରେ।

ପଶ୍ଚିମ ଦିଗ- ଏହି ଦିଗକୁ ଲାଭର ଦିଗଭାବେ ବିବେଚନା କରାଯାଏ। ବ୍ୟବସାୟ, ଚାକିରି କରିଥିବା ବ୍ୟକ୍ତି ଏହି ଦିଗକୁ ମୁହଁ କରି ଭୋଜନ କରିବା ଲାଭଦାୟକ ସାବ୍ୟସ୍ତ ହୋଇପାରେ।

ଦକ୍ଷିଣ ଦିଗ- ଏହି ଦିଗକୁ ମୁହଁ କରି ଭୋଜନ କଲେ କୌଣସି ହାନୀ ହୋଇ ନ ଥାଏ। ତେବେ ଯେଉଁମାନଙ୍କର ମାତାପିତା ଜୀବିତ ଅଛନ୍ତି ସେମାନେ ଏହି ଦିଗରେ ଖାଇବା ଉଚିତ ନୁହେଁ। ଯଦି ଏକାଠି ଅନେକ ଲୋକ ବସି ଖାଉଛନ୍ତି ତେବେ କୌଣସି ଦିଗର ପ୍ରଭାବ କାହାରି ଉପରେ ପଡି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

୨୦୨୬ ଶେଷ ପୂର୍ବରୁ ବଡ଼ ସଫଳତା! ଆଗାମୀ ୪ ମାସ ଏହି ରାଶିଙ୍କ ସହ ହେବ ଚମତ୍କାର, ବଢିବ…

୨୦୨୬ ବର୍ଷ ଶେଷ ହେବାକୁ ଆଉ ମାତ୍ର ୪ ମାସ ବାକି ରହିଛି। ଏହାପରେ ଆରମ୍ଭ ହେବ ନୂଆ ବର୍ଷ ୨୦୨୭। ତେବେ ନୂଆ ବର୍ଷ ଆସିବା…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ…

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି।…

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri