ଜାଣନ୍ତୁ କିଏ ହେଲେ ଭଞ୍ଜନଗର ବିଡିଓ , ମିଳିଲା ଦାୟିତ୍ୱ

ଭଞ୍ଜନଗର,୧୪ା୨(ବାବୁଲା ପ୍ରଧାନ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଶୁକ୍ରବାର ବିଡିଓ ବଦଳି ତାଲିକା ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର ବିଡିଓ ଭାବେ ବେଲଗୁଣ୍ଠା ବ୍ଲକର ପୂର୍ବତନ ବିଡିଓ ଭାରତୀ ଦେବୀ ବଦଳି ହୋଇଛନ୍ତି। ପୂର୍ବରୁ ଭଞ୍ଜନଗର ବିଡ଼ିଓ ଥିବା ମନ୍ମଥ ନାୟକଙ୍କ କିଛି ମାସ ତଳେ ଅନ୍ୟତ୍ର ବଦଳି ହୋଇଥିଲା। ଫଳରେ ୩ ମାସରୁ ଊର୍ଦ୍ଧ୍ୱ ହେବ ବିଡିଓ ପଦବୀ ଖାଲି ପଡିଥିଲା। ଭାରତୀ ଦେବୀ ବେଲଗୁଣ୍ଠାରେ ବିଡିଓ ଥିବା ବେଳେ କୌଣସି କାରଣରୁ ଛୁଟିରେ ରହିଥିଲେ। ବେଲଗୁଣ୍ଠାରେ ନୂତନ ବିଡିଓ ଭାବେ ସରକାର ଅନ୍ୟ ଜଣକୁ କିଛିଦିନ ତଳେ ନିଯୁକ୍ତି ଦେଇଛନ୍ତି। ଫଳରେ ଭାରତୀ ଦେବୀ ଛୁଟିରୁ ଫେରିବା ପରେ ତାଙ୍କୁ ଭଞ୍ଜନଗର ବିଡିଓ ରୂପେ ଅବସ୍ଥାପିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିପିଆଇ ଜୋନାଲ କମିଟିର ଆଲୋଚନା ସଭା

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ସିପିଆଇ ବଡ଼ଖେମୁଣ୍ଡି ଜୋନାଲ କମିଟିର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ସିପିଆଇ କାର୍ଯ୍ୟଳୟରେ ଆୟୋଜିତ...

କୋର୍ଟରୁ ବାହାରିବାବେଳେ ଯୁବକଙ୍କୁ ଅପହରଣ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ କୋର୍ଟ ସମ୍ମୁଖରୁ ଶୁକ୍ରବାର ଦ୍ୱିପ୍ରହରରେ ଝାରସୁଗୁଡ଼ାର ନିରଞ୍ଜନ ସୁନାଙ୍କୁ ଅପହରଣ କରି ମାରପିଟ୍‌ କରିବା ପରେ ବିଳମ୍ବିତ ରାତିରେ ଥାନାରେ ଛାଡ଼ି...

କାଳ ସାଜିଲା କାଳବୈଶାଖି, ସ୍କୁଲରେ ଆଶ୍ରୟ ନେଲେ କ୍ଷତିଗ୍ରସ୍ତ

ଦେବଗଡ଼ ,୨୩।୩(ଶଶାଙ୍କ ଶେଖର ଝାଙ୍କର): କାଳ ସାଜିଲା କାଳବୈଶାଖି । କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି । କ୍ଷତିଗ୍ରସ୍ତ ଲୋକଙ୍କୁ ଗାଁ ସ୍କୁଲରେ ଆଶ୍ରୟ ଦେଲା...

ମୁଁହ ଖୋଲିଲେ ଚାଞ୍ଚେର ଓ ଉତ୍କେଲା ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖା

କେସିଙ୍ଗା,୨୩।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧୀନସ୍ଥ ଚାଞ୍ଚେର ଓ ଉତକେଲା ଗ୍ରାମ ପଞ୍ଚାୟତ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖାଙ୍କ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

ଇଫ୍‌ତାର ପାର୍ଟିରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଚାଲିଛି ପବିତ୍ର ରମ୍‌ଜାନ ମାସ। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ମୁସଲମାନ ଭାଇମାନଙ୍କ ପକ୍ଷରୁ ଶନିବାର ରାତିରେ ସୁଲତାନିଆ ମସ୍‌ଜିଦଠାରେ ଇଫ୍‌ତାର ପାର୍ଟି ଆୟୋଜନ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ...

ପୋଲସିକୁ ମାଡ଼ମରା ଘଟଣା: ଆକ୍ସସନର ରିଆକ୍ସନ ଦେଖାଇଲା ପୋଲିସ

ମୋହନା,୨୨ା୩ (ମନ୍ମଥ ମିଶ୍ର): ଗୁରୁବାର ବିଳମ୍ବିତ ରାତିରେ ଗାଁରେ ପଶି ଗଞ୍ଜେଇ ରେଡ କଲା ବେଳେ ମାଡ଼ ଖାଇଥିଲେ ପୋଲିସ। ପୋଲିସ ଗାଡ଼ିକୁ ବି ଭାଙ୍ଗି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri