Posted inଫୁରସତ

ଜାଣନ୍ତି ଟ୍ରେନ୍‌ ବଗିରେ ଲାଗିଥିବା ଝରକା କାହିଁକି ହୋଇଥାଏ ଭିନ୍ନ

ଭାରତୀୟ ରେଳ ଏସିଆ ମହାଦେଶର ଦ୍ୱିତୀୟ ରେଳ ନେଟ୍‌ଓ୍ବାର୍କ ସେବା। ବର୍ତ୍ତମାନ କରୋନା ମହାମାରୀ ଯୋଗୁ ଭାରତୀୟ ରେଳ ପ୍ରଭାବିତ ହୋଇଛି। ଆଶା କରାଯାଉଛି ଏହି ସମସ୍ୟା ଖୁବ୍‌ ଶୀଘ୍ର ଦୂରେଇ ଯିବ। ପୁଣି ସମସ୍ତ ଟ୍ରେନ୍‌ ଚଳାଚଳ ସ୍ବାଭବିକ ହେବ। ଆମ ଦେଶରେ ଯିବା ଆସିବାର ମାଧ୍ୟମ ହେଉଛି ଟ୍ରେନ୍‌। ଏଥିରେ ପ୍ରତିଦିନ ହଜାର ହଜାର ଯାତ୍ରୀ ଯିବାଆସିବା କରିଥାନ୍ତି। ଭାରତୀୟ ରେଳ ବିଭାଗ ପକ୍ଷରୁ ଦୈନିକ ୧୩ ହଜାରରୁ ଅଧିକ ଟ୍ରେନ୍‌ ଚଳାଚଳ କରିଥାଏ। ଟ୍ରେନ୍‌ରେ ତ ସମସ୍ତେ ଯାତ୍ରା କରିଥାନ୍ତି ମାତ୍ର ଟ୍ରେନ୍‌ ବଗିରେ ଲାଗିଥିବା ଝରକାଗୁଡ଼ିକ କାହିଁକି ଭିନ୍ନ ହୋଇଥାଏ ଜାଣନ୍ତି କି? ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ…


ଟ୍ରେନ୍‌ରେ ମୁଖ୍ୟତଃ ଦୁଇ ପ୍ରକାର ବଗି ରହିଥାଏ। ପ୍ରଥମଟି ଏସି ବଗି ଦ୍ୱିତୀୟଟି ସାଧାରଣ। ତେବେ ସାଧାରଣ ବଗିର ଦ୍ୱାର ପାଖରେ ଲାଗିଥିବା ଝରକା ଟିକେ ଭିନ୍ନ ହୋଇଥାଏ। ଏହି ବଗିରେ ଥିବା ଝରକାରେ କିଛି ରଡ୍‌ ଲାଗିଥାଏ। ଏମିତି ଝରକା ରହିବା ପଛରେ ଏକ କାରଣ ରହିଛି। କାରଣଟି ହେଲା ଟ୍ରେନ୍‌ ଦ୍ୱାରରେ ଥିବା ଝରକା ପଟେ ଚୋରି ଆଶଙ୍କା ଅଧିକ ରହିଥାଏ। ଚୋର ଏହି ଝରକା ପଟେ ହାତ ପୂରାଇ ସହଜରେ ସାମଗ୍ରୀ ଚୋରି କରିନେଇଥାଏ।

ଯାତ୍ରୀମାନେ ରାତିରେ ଶୋଇଥିବା ସମୟରେ ଷ୍ଟେଶନରେ ଟ୍ରେନ୍‌ ଲାଗିଲେ ଚୋରମାନଙ୍କୁ ଏହି ଝରକା ଦେଇ ଚୋରି କରିବା ଖୁବ୍‌ ସହଜ ହୋଇଥାଏ। ତେଣୁ ଏଥିରେ ଅଧିକ ରଡ୍‌ ଦିଆଯାଇଥିବାରୁ ଚୋରମାନେ ସହଜରେ ହାତ ପୂରାଇ ପାରନ୍ତି ନାହିଁ। ତେଣୁ ଏହି ରଡ୍‌ ମଧ୍ୟରେ ଖୁବ୍‌ କମ୍‌ ଗ୍ୟାପ୍‌ ବା ଫାଙ୍କ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri