Posted inଫୁରସତ

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ପରିସଂଖ୍ୟାନ ଦିବସ

୨୦ ଅକ୍ଟୋବରରେ ସାରା ବିଶ୍ୱରେ ପରିସଂଖ୍ୟାନ ଦିବସ ପାଳନ କରାଯାଏ। ମାତ୍ର ଭାରତରେ ଜାତୀୟ ପରିସଂଖ୍ୟାନ ଦିବସ ୨୯ ଜୁନ୍‌ରେ ପାଳନ କରାଯାଏ। ମିଳିତ ଜାତିସଂଘର ପରିସଂଖ୍ୟାନ ଆୟୋଗଙ୍କ ମାର୍ଗଦର୍ଶନରେ ବିଶ୍ୱ ପରିସଂଖ୍ୟାନ ଦିବସ ବିଶ୍ୱର ସାମାଜିକ ତଥା ଅର୍ଥନୈତିକ ବିକାଶ ପାଇଁ ପାଳନ କରାଯାଏ। ଏହା ପ୍ରତି ପାଞ୍ଚ ବର୍ଷରେ ପାଳନ କରାଯାଏ। ପ୍ରଥମେ ୨୦ ଅକ୍ଟୋବର ୨୦୧୦ରେ ଏହା ପାଳନ କରାଯାଇଥିଲା।

ମିଳିତ ଜାତିସଂଘ ଆୟୋଗ ୨୦୧୦ ଅକ୍ଟୋବର ୨୦କୁ ବିଶ୍ୱ ପରିସଂଖ୍ୟାନ ଦିବସ ଭାବରେ ପାଳନ କରିବାକୁ ପ୍ରସ୍ତାବ ଦେଇଥିଲା। ସାଧାରଣ ସଭା ୩ ଜୁନ୍‌ ୨୦୧୦ର ୬୪/୨୬୭ ସଂକଳ୍ପ ଗ୍ରହଣ କଲା। ଯେଉଁଥିରେ ୨୦ ଅକ୍ଟୋବର ୨୦୧୦ରେ ସରକାରୀ ପରିସଂଖ୍ୟାନର ସଫଳତାକୁ ପାଳନ କରିବା ପାଇଁ ପ୍ରଥମ ଥର ପାଇଁ ବିଶ୍ୱ ପରିସଂଖ୍ୟାନ ଦିବସ ଭାବେ ନିଯୁକ୍ତ କରାଯାଇଥିଲା।

୨୦୧୫ରେ ରିଜୋଲ୍ୟୁଶନ ୯୬/୨୮୨ରେ ସାଧାରଣ ସଭା ୨୦ ଅକ୍ଟୋବର ୨୦୧୫କୁ ସାଧାରଣ ଥିମ୍‌ ବେଟର୍‌ ଡାଟା ବେଟର ଲାଇଭ୍‌ ଅଧୀନରେ ଦ୍ୱିତୀୟ ବିଶ୍ୱ ପରିସଂଖ୍ୟାନ ଦିବସ ଭାବରେ ସ୍ଥିର କରିବାକୁ ନିଷ୍ପତ୍ତି ନେଲା ଏବଂ ୨୦ ଅକ୍ଟୋବରରେ ପ୍ରତି ୫ ବର୍ଷରେ ବିଶ୍ୱ ପରିସଂଖ୍ୟାନ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri