Posted inଫୁରସତ

ଜାଣନ୍ତି ପିମ୍ପୁଡ଼ିମାନେ କାହିଁକି ଗୋଟିଏ ଧାଡ଼ିରେ ଚାଲନ୍ତି

ପୃଥିବୀରେ ଅନେକ ଅନନ୍ୟ ଜୀବ ଅଛନ୍ତି,ଯାହାକି ସେମାନଙ୍କ ସ୍ବତନ୍ତ୍ରତା ପାଇଁ ଜଣାଶୁଣା। ପିମ୍ପୁଡ଼ି ମଧ୍ୟ ଏହି ଜୀବମାନଙ୍କ ମଧ୍ୟରୁ ଅନ୍ୟତମ। ପିମ୍ପୁଡ଼ିମାନଙ୍କର ଅଭ୍ୟାସ ଦେଖି ଆମେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଉ। ନିଶ୍ଚୟ ଧ୍ୟାନ ଦେଇଥିବେ ପିମ୍ପୁଡ଼ି ସବୁବେଳେ ସମାନ ଧାଡ଼ିରେ ଚାଲୁଥିବାର ଦେଖାଯାଏ। ପିମ୍ପୁଡ଼ିଙ୍କର ଏହି ଅଭ୍ୟାସ ପଛରେ ଏକ ବଡ଼ କାରଣ ଅଛି। ଜାଣନ୍ତୁ ଏ ସମ୍ପର୍କରେ…

ବିଶ୍ୱର ସବୁଆଡ଼େ ପିମ୍ପୁଡ଼ି ଦେଖିବାକୁ ମିଳିଥାଏ। ପୃଥିବୀରେ ଅନେକ ପ୍ରଜାତିର ପିମ୍ପୁଡ଼ି ଅଛନ୍ତି। ରାଣୀ ପିମ୍ପୁଡ଼ି, ପୁରୁଷ ପିମ୍ପୁଡ଼ି, ମହିଳା ପିମ୍ପୁଡ଼ି ସବୁବେଳେ ଏକାଠି ରୁହନ୍ତି ଏବଂ ନିଜ ପରିବାର ଗଠନ କରନ୍ତି। ପୁରୁଷ ପିମ୍ପୁଡ଼ିମାନଙ୍କର ଡେଣା ଥିବାବେଳେ ମହିଳା ପିମ୍ପୁଡ଼ିମାନଙ୍କର ଡେଣା ନ ଥାଏ।

ଯେତେବେଳେ ପିମ୍ପୁଡ଼ି ଖାଦ୍ୟ ସନ୍ଧାନରେ ବାହାରକୁ ଆସନ୍ତି, ରାଣୀ ପିମ୍ପୁଡ଼ି ସେମାନଙ୍କ ମଧ୍ୟରୁ ପ୍ରଥମ। ରାଣୀ ପିମ୍ପୁଡ଼ି ରାସ୍ତାରେ ଫେରୋମୋନ୍‌ ନାମକ ଏକ ରାସାୟନିକ ପଦାର୍ଥ ଛାଡ଼ିଥାଏ। ଏହାର ଗନ୍ଧ ବାରି ଅନ୍ୟ ପିମ୍ପୁଡ଼ିମାନେ ମଧ୍ୟ ଧାଡ଼ିରେ ଚାଲିବା ଜାରି ରଖନ୍ତି। ଏହି କାରଣରୁ ଏକ ସରଳରେଖା ଗଠନ ହୁଏ। ସମସ୍ତେ ଗୋଟିଏ ଧାଡ଼ିରେ ଚାଲିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri