Posted inଖେଳ

ନିଆରା ରେକର୍ଡ ହାସଲ କଲେ କୋହଲି

ଡୋମିନିକା,୧୩।୭: ଓ୍ବେଷ୍ଟଇଣ୍ଡଜ୍‌ ବିପକ୍ଷ ପ୍ରଥମ ଟେଷ୍ଟରେ ବିରାଟ କୋହଲି ଏକ ନିଆରା ରେକର୍ଡ ହାସଲ କରିଛନ୍ତି। ସଚିନ ତେନ୍ଦୁଲକରଙ୍କ ବିଦେଶୀ ମାଟିରେ ବାପ-ପୁଅ ଯୋଡ଼ି ସମ୍ମୁଖୀନ ହେବାର ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଛନ୍ତି କୋହଲି। ୩୪ ବର୍ଷୀୟ କୋହଲି ୨୦୧୧ ୱେଷ୍ଟଇଣ୍ଡିଜ ଗସ୍ତରେ କିମ୍ବଦନ୍ତୀ ଶିବନାରାଇନ ଚନ୍ଦ୍ରପାଲଙ୍କୁ ବିପକ୍ଷରେ ଖେଳିଥିଲେ। ଏବେ ବିରାଟ ପ୍ରଥମ ଟେଷ୍ଟରେ ଚନ୍ଦ୍ରପାଲଙ୍କ ପୁଅ ଟାଗେନାରିନ ବିପକ୍ଷରେ ପଡ଼ିଆକୁ ଓହ୍ଲାଇଛନ୍ତି। ଭାରତର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆରେ ଜିଓ ମାର୍ଶ ଏବଂ ତାଙ୍କ ପୁଅ ଶନ ମାର୍ଶଙ୍କୁ ବିପକ୍ଷରେ ଖେଲିଥିଲେ। ୧୯୯୨ରେ ଅଷ୍ଟ୍ରେଲିଆ ଗସ୍ତରେ ତେନ୍ଦୁଲକର ଜିଓ ମାର୍ଶଙ୍କ ବିପକ୍ଷରେ ଖେଳିଥିଲେ। ସଚିନ ୨୦୧୦-୧୧ରେ ତାଙ୍କ ପୁଅ ଶନ ମାର୍ଶଙ୍କ ବିପକ୍ଷରେ ଅଷ୍ଟ୍ରେଲିଆରେ ଅବତରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

ପତ୍ନୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ପୂର୍ବତନ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ଚାଲିଥିଲା ଛାଡପତ୍ର ମାମଲା

ରିଚମଣ୍ଡ,୧୭।୪: ପୂର୍ବତନ ଭର୍ଜିନିଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଜଷ୍ଟିନ ଫେୟାରଫ୍ୟାକ୍ସଙ୍କ ସହ ଜଡିତ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ପୋଲିସ ଏବଂ କୋର୍ଟ ରେକର୍ଡ ଅନୁଯାୟୀ, ଫେୟାରଫ୍ୟାକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri