Posted inଖେଳ

ସମାନ ଶୈଳୀରେ ଆଉଟ୍‌ ହେଲେ କୋହଲି

କେପ୍‌ ଟାଉନ,୧୩।୧: ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟରେ ପୁରୁଣା ଶୈଳୀରେ ଆଉଟ୍‌ ହୋଇଛନ୍ତି। ରନ୍‌ ଅଧିକ କରି ନ ଥିଲେ ମଧ୍ୟ କ୍ରିଜ୍‌ରେ ସେଟ୍‌ ହୋଇସାରିଥିଲେ କୋହଲି। ୪୯ତମ ଓଭରର ଦ୍ୱିତୀୟ ବଲରେ ଲୁଙ୍ଗି ଏନ୍‌ଗିଡିଙ୍କ ଅଫ୍‌ ଷ୍ଟମ୍ପ ବାହାର ବଲକୁ କଭର ଉପରେ ମାରିବାକୁ ଯାଇ ୩୩ ବର୍ଷୀୟ ବ୍ୟାଟର ସେକେଣ୍ଡ ସ୍ଲିପ୍‌ରେ ଧରାପଡ଼ିଥିଲେ। ଆଉଟ୍‌ ହେବା ପୂର୍ବରୁ ୧୪୩ ବଲରେ ୨୯ ରନ୍‌ କରିଥିଲେ କୋହଲି। ଏହାବାଦ୍‌ ୫ମ ଉଇକେଟ ପାଇଁ ରିଷଭ ପନ୍ତଙ୍କ ସହ ମିଶି ସେ ଦଳୀୟ ସ୍କୋରରେ ୯୪ ରନ୍‌ ଯୋଡ଼ିଥିଲେ। ଏବେ ଭାରତୀୟ ଦଳ ୫ ଉଇକେଟ ହରାଇ ୧୫୮ ରନ୍‌ କରିଛି। ପନ୍ତ ୭୧ ଓ ରବିଚନ୍ଦ୍ରନ ଅଶ୍ୱିନ ୬ ରନ୍‌ କରି ଖେଳୁଛନ୍ତି। ଟିମ୍‌ ଇଣ୍ଡିଆ ବର୍ତ୍ତମାନ ୧୭୧ ରନ୍‌ରେ ଆଗୁଆ ଥିବା ବେଳେ ହାତରେ ୫ ଉଇକେଟ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

ଭିଜିଲାନ୍ସ ପଞ୍ଝାରେ ଆଇଟିଡିଏ ସହକାରୀ ନିର୍ଦ୍ଦେଶକ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri