Posted inଖେଳ

ଆଇପିଏଲ୍‌ରେ ପ୍ରଥମ କ୍ରିକେଟ୍‌ର ଭାବେ ‘ବିରାଟ’ ରେକର୍ଡ କଲେ କୋହଲି

ମୁମ୍ବାଇ,୨୩।୪: ବିରାଟ କୋହଲି ତାଙ୍କ ନାମରେ ଅନେକ ବ୍ୟାଟିଂ ରେକର୍ଡ କରିଛନ୍ତି। ସେ ଏବେ ଆଇପିଏଲରେ ଏକ ସ୍ବତନ୍ତ୍ର ରେକର୍ଡ ସ୍ଥାପନ କରିଛନ୍ତି। ସେ ଆଇପିଏଲରେ ୬ ହଜାର ରନ ସ୍କୋର କରିଥିବା ପ୍ରଥମ ଖେଳାଳି ହୋଇଛନ୍ତି। ଗୁରୁବାର ରାଜସ୍ଥାନ ରୟାଲ୍ସ (ଆରଆର) ବିପକ୍ଷରେ ସେ ଏହି ରେକର୍ଡ ହାସଲ କରିଛନ୍ତି। ସେ ଆଇପିଏଲରେ ୬୦୨୧ ରନ ସଂଗ୍ରହ କରିଛନ୍ତି। ସେ ଏହି ମ୍ୟାଚରେ ୭୨ ରନ ସ୍କୋର କରି ଅପରାଜିତ ରହିଥିଲେ। ଏହି ଲିଗ୍‌ରେ ଏହା ବିରାଟ କୋହଲିଙ୍କ ୧୯୬ ତମ ମ୍ୟାଚ। ସେ ହାରାହାରି ୩୮ରେ ସ୍କୋର କରିଛନ୍ତି। ୫ ଶତକ ଏବଂ ୪୦ ଅର୍ଦ୍ଧଶତକ ହାସଲ କରିଛନ୍ତ। ଟି -୨୦ ବିଷୟରେ କହିବାକୁ ଗଲେ, ଏପର୍ଯ୍ୟନ୍ତ କ କୌଣସି ଭାରତୀୟ ଖେଳାଳି ୧୦ ହଜାର ରନ ଛୁଇଁ ନାହାଁନ୍ତି। ୯୮୭୪ ରନ ସହ ବିରାଟ କୋହଲି ସର୍ବାଧିକ ରନ ସ୍କୋରର ଅଟନ୍ତି। ମୁମ୍ବାଇ ଅଧିନାୟକ ରୋହିତ ଶର୍ମା ୯୧୦୩ ରନ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ୟ
ଯଦି ଆମେ ଟି-୨୦ର ରେକର୍ଡକୁ ଦେଖିବା, ଦୁନିଆର କେବଳ ତିନି ଖେଳାଳି ୧୦ ହଜାର କିମ୍ବା ଅଧିକ ରନ ସ୍କୋର କରିପାରିବେ। ଓ୍ବେଷ୍ଟଇଣ୍ଡିଜର କ୍ରିସ ଗେଲ ଏହି ମାମଲାରେ ଶୀର୍ଷରେ ଅଛନ୍ତି। ସେ ୧୩,୭୯୬ ରନ ସ୍କୋର କରିଛନ୍ତି। ସେ ୨୨ଶତକଏବଂ ୮୬ ଅର୍ଦ୍ଧଶତକ ହାସଲ କରିଛନ୍ତି। ୧୦,୬୭୮ ରନ ସହ କିରନ ପୋଲାର୍ଡ ଦ୍ୱିତୀୟ ସ୍ଥାନରେ ଥିବାବେଳେ ପାକିସ୍ତାନର ଶୋଏବ ମଲିକ ୧୦,୪୮୮ ରନ ସହ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?