Posted inଖେଳ

ମାଷ୍ଟରବ୍ଲାଷ୍ଟରଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ମୁମ୍ବାଇ,୧୫।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲ୍‌ରେ ବିରାଟ କୋହଲି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଛନ୍ତି। ସଚିନ ତେନ୍ଦୁଲକର ବିଶ୍ୱକପ ୨୦୦୩ରେ ୬୭୩ ରନ ସଂଗ୍ରହ କରିଥିଲେ। ଏଥି ସହିତ ନ୍ୟୁଜିଲାଣ୍ଡ ବିପକ୍ଷରେ ବିରାଟ କୋହଲି ୮୧ତମ ରନ ସ୍କୋର କରିବା ମାତ୍ରେ ମାଷ୍ଟରବ୍ଲାଷ୍ଟରଙ୍କୁ ପଛରେ ପକାଇଛନ୍ତି।
ଏହାପୂର୍ବରୁ ବିଶ୍ୱକପରେ ସର୍ବାଧିକ ରନ ସଂଗ୍ରହ କରିଥିବା ବ୍ୟାଟ୍ସମ୍ୟାନ ହେଉଛନ୍ତି ସଚିନ ତେନ୍ଦୁଲକର। ସଚିନ ତେନ୍ଦୁଲକର ବିଶ୍ୱକପ ୨୦୦୩ରେ ଏହି ସଫଳତା ହାସଲ କରିଥିଲେ। ଏଥି ସହିତ ବିରାଟ କୋହଲି ଏବଂ ସଚିନ ତେନ୍ଦୁଲକରଙ୍କ ପରେ ଅଷ୍ଟ୍ରେଲିଆର ମାଥ୍ୟୁ ହେଡେନ ଏହି ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି। ଅଷ୍ଟ୍ରେଲିଆର ହେଡେନ ବିଶ୍ୱକପ ୨୦୦୭ରେ ୬୫୯ ରନ ସ୍କୋର କରିଥିଲେ। ରୋହିତ ଶର୍ମା ଚତୁର୍ଥ ସ୍ଥାନରେ ଅଛନ୍ତି। ବିଶ୍ୱକପ ୨୦୧୯ରେ ରୋହିତ ଶର୍ମା ୬୪୮ ରନ ସ୍କୋର କରିଥିଲେ। ବିଶ୍ୱକପ ୨୦୧୯ରେ ଅଷ୍ଟ୍ରେଲିଆର ଡେଭିଡ ୱାର୍ନର ୬୪୭ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶା କୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ…

ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ…

ପରୀକ୍ଷା ଋତୁ ଓ କୁତୁକୁତୁ

ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍‌ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା…

ଆକାଶ ଛାତ

ଘର ତିଆରି କରିବାବେଳେ ଆମେ ଖରା, ବର୍ଷା, ଶୀତ ଓ ଅନ୍ୟାନ୍ୟ ଆପଦ ବିପଦରୁ ରକ୍ଷା ପାଇବା ପାଇଁ ଛାତଟିଏ ନିର୍ମାଣ କରୁ। ଘର ପାଇଁ ଛାତ…

ବ୍ଲକ୍‌ କାର୍ଯ୍ୟାଳୟ ପ୍ରବେଶ ପଥ ବିପଦସଙ୍କୁଳ: ଆଖି ବୁଜି ଦେଇଛି ପ୍ରଶାସନ

ଥୁଆମୂଳ ରାମପୁର, ୨୧।୩ (ଦୁର୍ଗା କୀର୍ତ୍ତୀ):ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ବିପଦସଙ୍କୁଳ ହୋଇପଡ଼ିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ୍‌ ଉପରେ ପଡ଼ିଥିବା…

ପ୍ରସ୍ତାବ ପ୍ରତ୍ୟାହାର

ବେଳେବେଳେ ସରକାରୀ ନୀତିର ରହସ୍ୟମୟ ତଥା ବାଧାସୃଷ୍ଟିକାରୀ ନିଷ୍ପତ୍ତି ସମ୍ପର୍କିତ ଖବର ଦେଖିବାକୁ ମିଳେ। ତିନି ମାସ ମଧ୍ୟରେ ଭାରତର ସଂଶୋଧିତ ଭୂମିକମ୍ପ ଅଞ୍ଚଳ ନିର୍ଦ୍ଧାରଣ ବ୍ୟବସ୍ଥା…

IPL 2026ରେ ଖେଳିବେ ଏହି ୫ ବରିଷ୍ଠ ଖେଳାଳି, ଜାଣନ୍ତୁ କେଉଁ ଦଳରେ କିଏ ହେଲେ ସାମିଲ

ନୂଆଦିଲ୍ଲୀ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) କୁ ପ୍ରାୟତଃ ଯୁବ ଖେଳାଳିଙ୍କ ପାଇଁ ଏକ କ୍ୟାରିୟର ଲଞ୍ଚର ଭାବରେ ଗଣନା କରାଯାଏ, କାରଣ ଏହି ଟୁର୍ଣ୍ଣାମେଣ୍ଟ ସେମାନଙ୍କର…

ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ସମସ୍ତ ପର୍ଯ୍ୟଟନକ୍ଷେତ୍ରକୁ ରାଜ୍ୟ ସରକାର ପରିଚାଳନା କରିବେ

ଦାରିଙ୍ଗବାଡି, ୨୧।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ଠାରେ ଶୁକ୍ରବାର ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଟ୍ରଷ୍ଟର ସମ୍ପାଦକ ତଥା ବିଡ଼ିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri