Posted inଖେଳ

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌: ଟପ୍‌-୧୦ରେ କୋହଲିଙ୍କ ସମେତ ଭାରତର ୩ ଖେଳାଳି

ଦୁବାଇ,୧୫।୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି ନୂଆ ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକା। ଏହି ତାଲିକାର ଟପ୍‌-୧୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ସମେତ ୩ ଭାରତୀୟ ଖେଳାଳି ସ୍ଥାନ ପାଇଛନ୍ତି। କୋହଲିଙ୍କ ବ୍ୟତୀତ ଅନ୍ୟ ଦୁଇ ଭାରତୀୟ ବ୍ୟାଟ୍ସମ୍ୟାନ ହେଲେ ଅଜିଙ୍କ୍ୟ ରାହାନେ ଓ ଚେତେଶ୍ୱର ପୂଜାରା।

ଦୀର୍ଘ ଦିନ ହେଲା ଟେଷ୍ଟ କ୍ରିକେଟରୁ ଦୂରେଇ ରହିବା ସତ୍ତ୍ୱେ କୋହଲି ପୂର୍ବ ଅପେକ୍ଷା ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି। ଏବେ ୮୮୬ ରେଟିଂ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି କୋହଲି। ପୂର୍ବ ଭଳି ଶୀର୍ଷରେ ରହିଛନ୍ତି ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ (୯୧୧ ପଏଣ୍ଟ)। ନ୍ୟୁଜିଲାଣ୍ଡର କେନ ଓ୍ବିଲିୟମ୍ସ ତାଲିକାର ଦ୍ୱିତୀୟ ସ୍ଥାନରେ ଥିଲେ। ତାଙ୍କ ପଏଣ୍ଟରେ ଅବନତି ଘଟିବାରୁ କୋହଲି ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି। ୩ୟ ସ୍ଥାନରେ ଥିବା ଓ୍ବିଲିୟମ୍ସଙ୍କ ପଛକୁ ପଛ ରହିଛନ୍ତି ଅଷ୍ଟ୍ରେଲିଆର ମାର୍ନସ ଲାବୁଶାନେ, ପାକିସ୍ତାନର ବାବର ଆଜାମ, ଓ ଡେଭିଡ ଓାର୍ନର। ଭାରତୀୟ ଦଳର ଟେଷ୍ଟ ସ୍ପେଶାଲିଷ୍ଟ ପୂଜାରା (୭୬୬ ) ସପ୍ତମ ସ୍ଥାନରେ ଥିବାବେଳେ ବେନ ଷ୍ଟୋକ୍ସ (୭୬୦), ଜୋ ରୁଟ (୭୩୮) ଓ ଭାରତୀୟ ଟେଷ୍ଟ ଦଳର ଉପଅଧିନାୟକ ଅଜିଙ୍କ୍ୟ ରାହାନେ (୭୨୬) ଟପ୍‌-୧୦ରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri