Posted inଖେଳ

ପଡିଆରେ ଭୋ’ ଭୋ’ ହୋଇ କାନ୍ଦିଲେ କୋହଲି: ଦେଖନ୍ତୁ ଭିଡିଓ

ଶାରଜା,୧୨।୧୦: ଆଇପିଏଲ ୨୦୨୧ର ଏଲିମିନେଟର ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୪ ଉଇକେଟରେ ପରାସ୍ତ କରିଛି। ଏହି ପରାଜୟ ସହିତ ଆରସିବି ଟୁର୍ନାମେଣ୍ଟରୁ ବାହାରି ଯାଇଛି। ଅଧିନାୟକ ଭାବେ ବିରାଟ କୋହଲିଙ୍କ ଏହି ଦଳ ସହିତ ଯାତ୍ରା ଶେଷ ହୋଇଥିଲା। ପରାଜୟ ପରେ ପଡ଼ିଆରେ ବିରାଟ କୋହଲି କାନ୍ଦୁଥିବା ଦେଖିବାକୁ ମିଳିଥିଲା। ମ୍ୟାଚ ହାରିଯିବା ପରେ ଦଳ ସହ କଥାବାର୍ତ୍ତା କରି ବିରାଟ କାନ୍ଦୁଥିବା ଦେଖିବାକୁ ମିଳିଥିଲା। ଡି ଭିଲିୟର୍ସ ମଧ୍ୟ ତାଙ୍କ ସହିତ କାନ୍ଦୁଥିବା ଦେଖିବାକୁ ମିଳିଥିଲା।
କୋହଲି ଥରେ ଆମେରିକାର କ୍ରୀଡ଼ା ସାମ୍ବାଦିକ ଗ୍ରାହାମ ବେନସିଙ୍ଗରଙ୍କୁ କହିଥିଲେ, ମୁଁ ପ୍ରଥମ ଶ୍ରେଣୀ ମ୍ୟାଚ ଖେଳୁଥିଲି। ସେତେବେଳେ ମୋ ବାପାଙ୍କ ମୃତ୍ୟୁ ଖବର ଶୁଣିଥିଲି। ମୋତେ ପରଦିନ ବ୍ୟାଟିଂ ଜାରି କରିବାର ଥିଲା। ପରିବାରର ସମସ୍ତେ ଭାଙ୍ଗି ପଡିଥିଲେ। ମୁଁ କାନ୍ଦିବାକୁ ଲାଗିଲି, କିନ୍ତୁ ମୋ ଆଖିରେ ଲୁହ ଆସିଲା ନାହିଁ। ମୁଁ କ’ଣ ହେଲା ବୁଝିପାରିଲି ନାହିଁ ଏବଂ ମୁଁ ଆଶ୍ଚର୍ଯ୍ୟ ହୋଇଗଲି। ଏହା ଜାଣି ମଧ୍ୟ ପରଦିନ ବିରାଟ ବ୍ୟାଟିଂ କରିବାକୁ ବାହାରିଥିଲେ ଏବଂ ସେ ୯୦ରନ ସଂଗ୍ରହ କରିଥିଲେ। ଏହା ପରେ କୋହଲିଙ୍କୁ କ୍ୱଚିତ୍‌ ଏହିପରି କାନ୍ଦୁଥିବା ଦେଖିବାକୁ ମିଳିଛି। ୨୦୧୬ ଆଇପିଏଲରେ ଆରସିବି ଫାଇନାଲ ହାରିଥିଲା, ସେତେବେଳେ ସେ ଟିକେ ଭାବପ୍ରବଣ ଥିଲେ। କିନ୍ତୁ ସେ ଅଧିନାୟକ ଭାବରେ ଶେଷ ଆଇପିଏଲ ମ୍ୟାଚ୍‌ ହାରିବା ପରେ ସେ ପ୍ରବଳ କାନ୍ଦିଛନ୍ତି।

https://twitter.com/shubham00211591/status/1447659755334365184


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri